ଯିରିମୀୟ 22:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 କାରଣ ଯଦି ତୁମ୍ଭେମାନେ ପ୍ରକୃତରେ ଏହିସବୁ କାର୍ଯ୍ୟ କରିବ, ତେବେ ଦାଉଦଙ୍କ ସିଂହାସନରେ ଉପବିଷ୍ଟ ରାଜାଗଣ ରଥରେ ଓ ଅଶ୍ୱରେ ଚଢ଼ି, ସେ, ତାହାର ଦାସଗଣ ଓ ଲୋକମାନେ ଏହି ଗୃହର ଦ୍ୱାର ଦେଇ ପ୍ରବେଶ କରିବେ। Faic an caibideilପବିତ୍ର ବାଇବଲ (Re-edited) - (BSI)4 କାରଣ ଯେବେ ତୁମ୍ଭେମାନେ ପ୍ରକୃତରେ ଏହିସବୁ କାର୍ଯ୍ୟ କରିବ, ତେବେ ଦାଉଦଙ୍କ ସିଂହାସନରେ ଉପବିଷ୍ଟ ରାଜଗଣ ରଥରେ ଓ ଅଶ୍ଵରେ ଚଢ଼ି, ସେ, ତାହାର ଦାସଗଣ ଓ ଲୋକମାନେ ଏହି ଗୃହର ଦ୍ଵାର ଦେଇ ପ୍ରବେଶ କରିବେ। Faic an caibideilଓଡିଆ ବାଇବେଲ4 କାରଣ ଯଦି ତୁମ୍ଭେମାନେ ପ୍ରକୃତରେ ଏହିସବୁ କାର୍ଯ୍ୟ କରିବ, ତେବେ ଦାଉଦଙ୍କ ସିଂହାସନରେ ଉପବିଷ୍ଟ ରାଜାଗଣ ରଥରେ ଓ ଅଶ୍ୱରେ ଚଢ଼ି, ସେ, ତାହାର ଦାସଗଣ ଓ ଲୋକମାନେ ଏହି ଗୃହର ଦ୍ୱାର ଦେଇ ପ୍ରବେଶ କରିବେ।’” Faic an caibideilପବିତ୍ର ବାଇବଲ4 ଆଉ ଯଦି ତୁମ୍ଭେମାନେ ପ୍ରକୃତରେ ଏହିସବୁ କାର୍ଯ୍ୟ କର, ତେବେ ଦାଉଦଙ୍କ ସିଂହାସନରେ ଉପବିଷ୍ଟ ରାଜାଗଣ ରଥରେ ଓ ଅଶ୍ୱରେ ଚଢ଼ି, ସେ ଓ ତାଙ୍କର ଦାସଗଣଙ୍କ ସହିତ ସମସ୍ତ ଲୋକ ଏହି ଫାଟକ ଦେଇ ଗୃହରେ ପ୍ରବେଶ କରିବେ। Faic an caibideil |