ଯିରିମୀୟ 22:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଆଉ, ଅନେକ ଦେଶୀୟ ଲୋକ ଏହି ନଗର ନିକଟ ଦେଇ ଗତାୟାତ କରୁ କରୁ ପ୍ରତ୍ୟେକେ, ଆପଣା ଆପଣା ସଙ୍ଗୀକୁ କହିବେ, ‘ସଦାପ୍ରଭୁ କି ନିମନ୍ତେ ଏହି ବୃହତ ନଗରକୁ ଏପରି କଲେ?’ Faic an caibideilପବିତ୍ର ବାଇବଲ (Re-edited) - (BSI)8 ଆଉ, ଅନେକ ଦେଶୀୟ ଲୋକ ଏହି ନଗର ନିକଟ ଦେଇ ଗତାୟାତ କରୁ କରୁ ପ୍ରତ୍ୟେକେ, ଆପଣା ଆପଣା ସଙ୍ଗୀକି କହିବେ, ସଦାପ୍ରଭୁ କି ନିମନ୍ତେ ଏହି ବୃହତ ନଗରକୁ ଏପରି କଲେ? Faic an caibideilଓଡିଆ ବାଇବେଲ8 ଆଉ, ଅନେକ ଦେଶୀୟ ଲୋକ ଏହି ନଗର ନିକଟ ଦେଇ ଗତାୟାତ କରୁ କରୁ ପ୍ରତ୍ୟେକେ, ଆପଣା ଆପଣା ସଙ୍ଗୀକୁ କହିବେ, “ସଦାପ୍ରଭୁ କି ନିମନ୍ତେ ଏହି ବୃହତ ନଗରକୁ ଏପରି କଲେ ?” Faic an caibideilପବିତ୍ର ବାଇବଲ8 “ଆଉ ଦେଶୀୟମାନେ ଏହି ନଗର ଦେଇ ଗଲାବେଳେ ପ୍ରତ୍ୟେକ ଆପଣା ଆପଣା ସଙ୍ଗୀକି ପଗ୍ଭରିବେ, ‘ସଦାପ୍ରଭୁ କେଉଁଥିପାଇଁ ଏହି ବିଶାଳ ଯିରୁଶାଲମ ନଗରକୁ ଏପରି କଲେ?’ Faic an caibideil |