ଯିରିମୀୟ 22:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତହିଁରେ ସେମାନେ ଉତ୍ତର କରିବେ, ‘କାରଣ ଏହି, ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ନିୟମ ପରିତ୍ୟାଗ କରି ଅନ୍ୟ ଦେବଗଣକୁ ପ୍ରଣାମ ଓ ସେବା କଲେ।’” Faic an caibideilପବିତ୍ର ବାଇବଲ (Re-edited) - (BSI)9 ତହିଁରେ ସେମାନେ ଉତ୍ତର କରିବେ, କାରଣ ଏହି, ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କ ନିୟମ ପରିତ୍ୟାଗ କରି ଅନ୍ୟ ଦେବଗଣର ପ୍ରଣାମ ଓ ସେବା କଲେ। Faic an caibideilଓଡିଆ ବାଇବେଲ9 ତହିଁରେ ସେମାନେ ଉତ୍ତର କରିବେ, ‘କାରଣ ଏହି, ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ନିୟମ ପରିତ୍ୟାଗ କରି ଅନ୍ୟ ଦେବଗଣକୁ ପ୍ରଣାମ ଓ ସେବା କଲେ।’” Faic an caibideilପବିତ୍ର ବାଇବଲ9 ତହିଁରେ ସେମାନେ ଉତ୍ତର ଦେବେ, ‘ସଦାପ୍ରଭୁ ପରମେଶ୍ୱରଙ୍କ ନିୟମକୁ ପରିତ୍ୟାଗ କରି ଯିହୁଦାବାସୀ ଅନ୍ୟ ଦେବଗଣଙ୍କୁ ପ୍ରଣାମ ଓ ସେବା କରିଥିବାରୁ।’” Faic an caibideil |