ଯିରିମୀୟ 23:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ମାତ୍ର ଯେବେ ସେମାନେ ଆମ୍ଭ ସଭାରେ ଠିଆ ହୋଇଥାʼନ୍ତେ, ତେବେ ଆମ୍ଭ ଲୋକମାନଙ୍କୁ ଆମ୍ଭର ବାକ୍ୟ ଶୁଣାଇଥାʼନ୍ତେ ଓ ସେମାନଙ୍କ କୁପଥରୁ, ସେମାନଙ୍କ କୁକ୍ରିୟାରୁ ସେମାନଙ୍କୁ ଫେରାଇଥାʼନ୍ତେ। Faic an caibideilପବିତ୍ର ବାଇବଲ (Re-edited) - (BSI)22 ମାତ୍ର ଯେବେ ସେମାନେ ଆମ୍ଭ ସଭାରେ ଠିଆ ହୋଇଥାʼନ୍ତେ, ତେବେ ଆମ୍ଭ ଲୋକମାନଙ୍କୁ ଆମ୍ଭର ବାକ୍ୟ ଶୁଣାଇଥାʼନ୍ତେ ଓ ସେମାନଙ୍କ କୁପଥରୁ, ସେମାନଙ୍କ କୁକ୍ରିୟାରୁ ସେମାନଙ୍କୁ ଫେରାଇଥାʼନ୍ତେ। Faic an caibideilଓଡିଆ ବାଇବେଲ22 ମାତ୍ର ଯେବେ ସେମାନେ ଆମ୍ଭ ସଭାରେ ଠିଆ ହୋଇଥା’ନ୍ତେ, ତେବେ ଆମ୍ଭ ଲୋକମାନଙ୍କୁ ଆମ୍ଭର ବାକ୍ୟ ଶୁଣାଇଥା’ନ୍ତେ ଓ ସେମାନଙ୍କ କୁପଥରୁ, ସେମାନଙ୍କ କୁକ୍ରିୟାରୁ ସେମାନଙ୍କୁ ଫେରାଇଥା’ନ୍ତେ। Faic an caibideilପବିତ୍ର ବାଇବଲ22 ସେମାନେ ଯଦି ଆମ୍ଭ ସ୍ୱର୍ଗୀୟ ସଭାରେ ଠିଆ ହେଇଆନ୍ତେ, ତେବେ ସେମାନେ ଆମ୍ଭର ଲୋକମାନଙ୍କୁ ଆମ୍ଭର ବାକ୍ୟ ଶୁଣାଇ ଥା’ନ୍ତେ। ଆଉ ସେମାନେ ସେମାନଙ୍କୁ କୁପଥରୁ ଓ କୁକର୍ମରୁ ନିବୃତ୍ତ କରାଇଥାଆନ୍ତେ।” Faic an caibideil |
ମଧ୍ୟ ଆମ୍ଭେ ଆପଣାର ସମସ୍ତ ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ପ୍ରଭାତରେ ଉଠି ସେମାନଙ୍କୁ ପଠାଇ ତୁମ୍ଭମାନଙ୍କୁ କହିଅଛୁ, ‘ତୁମ୍ଭେମାନେ ପ୍ରତ୍ୟେକେ ଏବେ ଆପଣା ଆପଣା କୁପଥରୁ ଫେର, ଆପଣମାନଙ୍କର ଆଚରଣ ସୁଧରାଅ ଓ ଅନ୍ୟ ଦେବଗଣର ସେବା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍ଗାମୀ ହୁଅ ନାହିଁ, ତହିଁରେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ଆମ୍ଭର ଦତ୍ତ ଦେଶରେ ତୁମ୍ଭେମାନେ ବାସ କରିବ;’ ମାତ୍ର ତୁମ୍ଭେମାନେ କର୍ଣ୍ଣପାତ କରି ନାହଁ, କିଅବା ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ।
ତୁମ୍ଭେମାନେ ଆପଣାମାନଙ୍କର ପୂର୍ବପୁରୁଷଗଣର ତୁଲ୍ୟ ହୁଅ ନାହିଁ, ଯେଉଁମାନଙ୍କୁ ଡାକି ପୂର୍ବକାଳର ଭବିଷ୍ୟଦ୍ବକ୍ତାମାନେ ଉଚ୍ଚସ୍ୱରରେ କହିଲେ, ‘ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆପଣା ଆପଣା କୁପଥରୁ ଓ ଆପଣା ଆପଣା କୁକ୍ରିୟାରୁ ଏବେ ଫେର।’ ମାତ୍ର ସେମାନେ ଶୁଣିଲେ ନାହିଁ, କିଅବା ଆମ୍ଭ ପ୍ରତି କର୍ଣ୍ଣପାତ କଲେ ନାହିଁ, ଏହା ସଦାପ୍ରଭୁ କହନ୍ତି।