ଯିରିମୀୟ 23:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ‘ଆମ୍ଭେ ସ୍ୱପ୍ନ ଦେଖିଅଛୁ, ଆମ୍ଭେ ସ୍ୱପ୍ନ ଦେଖିଅଛୁ ବୋଲି କହି’ ଯେଉଁ ଭବିଷ୍ୟଦ୍ବକ୍ତାମାନେ ଆମ୍ଭ ନାମରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କର କଥା ଆମ୍ଭେ ଶୁଣିଅଛୁ। Faic an caibideilପବିତ୍ର ବାଇବଲ (Re-edited) - (BSI)25 ଆମ୍ଭେ ସ୍ଵପ୍ନ ଦେଖିଅଛୁ, ଆମ୍ଭେ ସ୍ଵପ୍ନ ଦେଖିଅଛୁ ବୋଲି କହି ଯେଉଁ ଭବିଷ୍ୟଦ୍ବକ୍ତାମାନେ ଆମ୍ଭ ନାମରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କର କଥା ଆମ୍ଭେ ଶୁଣିଅଛୁ। Faic an caibideilଓଡିଆ ବାଇବେଲ25 ‘ଆମ୍ଭେ ସ୍ୱପ୍ନ ଦେଖିଅଛୁ, ଆମ୍ଭେ ସ୍ୱପ୍ନ ଦେଖିଅଛୁ ବୋଲି କହି’ ଯେଉଁ ଭବିଷ୍ୟଦ୍ବକ୍ତାମାନେ ଆମ୍ଭ ନାମରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କର କଥା ଆମ୍ଭେ ଶୁଣିଅଛୁ। Faic an caibideilପବିତ୍ର ବାଇବଲ25 “ପୁଣି ଏପରି କେତେକ ଭବିଷ୍ୟଦ୍ବକ୍ତା ଅଛନ୍ତି, ଯେଉଁମାନେ ଆମ୍ଭ ନାମରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କରନ୍ତି ଓ ‘ଆମ୍ଭେ ସ୍ୱପ୍ନ ଦେଖିଅଛୁ, ଆମ୍ଭେ ସ୍ୱପ୍ନ ଦେଖିଅଛୁ’ କହନ୍ତି, ସେମାନଙ୍କ କଥା ଆମ୍ଭେ ଶୁଣିଅଛୁ। Faic an caibideil |
ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ଭବିଷ୍ୟଦ୍ବକ୍ତାମାନେ ଆମ୍ଭ ନାମରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି; ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, ଆମ୍ଭେ ସେମାନଙ୍କୁ ଆଜ୍ଞା ଦେଇ ନାହୁଁ, କିଅବା ଆମ୍ଭେ ସେମାନଙ୍କୁ କଥା କହି ନାହୁଁ; ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଦର୍ଶନ, ମନ୍ତ୍ର, ଅସାର ବିଷୟ ଓ ଆପଣା ଆପଣା ହୃଦୟର ପ୍ରବଞ୍ଚନାମୂଳକ ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି।
ସଦାପ୍ରଭୁ କହନ୍ତି, ଦେଖ, ଯେଉଁମାନେ ମିଥ୍ୟା ସ୍ୱପ୍ନର ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି ଓ ତାହା ଜଣାଇ, ଆପଣାମାନଙ୍କର ମିଥ୍ୟା କଥା ଓ ଅସାର ଦାମ୍ଭିକତା ଦ୍ୱାରା ଆମ୍ଭ ଲୋକମାନଙ୍କୁ ଭ୍ରାନ୍ତ କରାନ୍ତି, ଆମ୍ଭେ ସେମାନଙ୍କର ବିପକ୍ଷ ଅଟୁ; ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, କିଅବା ସେମାନଙ୍କୁ ଆଜ୍ଞା ଦେଇ ନାହୁଁ; ଅଥଚ ସେମାନେ ଏହି ଲୋକମାନଙ୍କର କିଛିମାତ୍ର ଉପକାର କରି ପାରିବେ ନାହିଁ।