ଯିରିମୀୟ 23:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଯେଉଁ ଭବିଷ୍ୟଦ୍ବକ୍ତାମାନେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି, ଅର୍ଥାତ୍, ଯେଉଁମାନେ ନିଜ ଅନ୍ତଃକରଣର କପଟତାର ଭବିଷ୍ୟଦ୍ବକ୍ତା ଅଟନ୍ତି, ସେମାନଙ୍କ ଅନ୍ତଃକରଣରେ ଏହା କେତେ କାଳ ଥିବ? Faic an caibideilପବିତ୍ର ବାଇବଲ (Re-edited) - (BSI)26 ଯେଉଁ ଭବିଷ୍ୟଦ୍ବକ୍ତାମାନେ ମିଥ୍ୟା ଭବିଷ୍ୟଦ୍-ବାକ୍ୟ ପ୍ରଚାର କରନ୍ତି, ଅର୍ଥାତ୍, ଯେଉଁମାନେ ନିଜ ଅନ୍ତଃକରଣର କାପଟ୍ୟର ଭବିଷ୍ୟଦ୍ବକ୍ତା ଅଟନ୍ତି, ସେମାନଙ୍କ ଅନ୍ତଃକରଣରେ ଏହା କେତେକାଳ ଥିବ? Faic an caibideilଓଡିଆ ବାଇବେଲ26 ଯେଉଁ ଭବିଷ୍ୟଦ୍ବକ୍ତାମାନେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି, ଅର୍ଥାତ୍, ଯେଉଁମାନେ ନିଜ ଅନ୍ତଃକରଣର କପଟତାର ଭବିଷ୍ୟଦ୍ବକ୍ତା ଅଟନ୍ତି, ସେମାନଙ୍କ ଅନ୍ତଃକରଣରେ ଏହା କେତେ କାଳ ଥିବ ? Faic an caibideilପବିତ୍ର ବାଇବଲ26 ଯେଉଁ ଭବିଷ୍ୟଦ୍ବକ୍ତାମାନଙ୍କ ହୃଦୟ ମିଥ୍ୟା ଭାବନାରେ ପରିପୂର୍ଣ୍ଣ ଓ ଯେଉଁମାନେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କରନ୍ତି, ସେମାନେ କେତେକାଳ ଏହା ଗ୍ଭଲୁ ରଖିବେ? Faic an caibideil |
ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ଭବିଷ୍ୟଦ୍ବକ୍ତାମାନେ ଆମ୍ଭ ନାମରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି; ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, ଆମ୍ଭେ ସେମାନଙ୍କୁ ଆଜ୍ଞା ଦେଇ ନାହୁଁ, କିଅବା ଆମ୍ଭେ ସେମାନଙ୍କୁ କଥା କହି ନାହୁଁ; ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଦର୍ଶନ, ମନ୍ତ୍ର, ଅସାର ବିଷୟ ଓ ଆପଣା ଆପଣା ହୃଦୟର ପ୍ରବଞ୍ଚନାମୂଳକ ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି।