ଯିରିମୀୟ 23:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ଭବିଷ୍ୟଦ୍ବକ୍ତାମାନେ ଆପଣା ଆପଣା ଜିହ୍ୱା ବ୍ୟବହାର କରି, ‘ସେ କହନ୍ତି’ ବୋଲି କହନ୍ତି, ଆମ୍ଭେ ସେମାନଙ୍କର ବିପକ୍ଷ। Faic an caibideilପବିତ୍ର ବାଇବଲ (Re-edited) - (BSI)31 ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ଭବିଷ୍ୟଦ୍ବକ୍ତାମାନେ ଆପଣା ଆପଣା ଜିହ୍ଵା ବ୍ୟବହାର କରି, “ସେ କହନ୍ତି” ବୋଲି କହନ୍ତି, ଆମ୍ଭେ ସେମାନଙ୍କର ବିପକ୍ଷ। Faic an caibideilଓଡିଆ ବାଇବେଲ31 ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ଭବିଷ୍ୟଦ୍ବକ୍ତାମାନେ ଆପଣା ଆପଣା ଜିହ୍ୱା ବ୍ୟବହାର କରି, ‘ସେ କହନ୍ତି’ ବୋଲି କହନ୍ତି, ଆମ୍ଭେ ସେମାନଙ୍କର ବିପକ୍ଷ।” Faic an caibideilପବିତ୍ର ବାଇବଲ31 ପୁଣି ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ଭବିଷ୍ୟଦ୍ବକ୍ତାମାନେ, ନିଜେ ମିଥ୍ୟା କହି ଛଳନା ପୂର୍ବକ କହନ୍ତି ମୁଁ କହିଛି ବୋଲି, ମୁଁ ସେମାନଙ୍କର ବିପକ୍ଷ ଅଟେ।” Faic an caibideil |
ସଦାପ୍ରଭୁ କହନ୍ତି, ଦେଖ, ଯେଉଁମାନେ ମିଥ୍ୟା ସ୍ୱପ୍ନର ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି ଓ ତାହା ଜଣାଇ, ଆପଣାମାନଙ୍କର ମିଥ୍ୟା କଥା ଓ ଅସାର ଦାମ୍ଭିକତା ଦ୍ୱାରା ଆମ୍ଭ ଲୋକମାନଙ୍କୁ ଭ୍ରାନ୍ତ କରାନ୍ତି, ଆମ୍ଭେ ସେମାନଙ୍କର ବିପକ୍ଷ ଅଟୁ; ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, କିଅବା ସେମାନଙ୍କୁ ଆଜ୍ଞା ଦେଇ ନାହୁଁ; ଅଥଚ ସେମାନେ ଏହି ଲୋକମାନଙ୍କର କିଛିମାତ୍ର ଉପକାର କରି ପାରିବେ ନାହିଁ।