ଯିରିମୀୟ 23:34 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ଆଉ, ‘ସଦାପ୍ରଭୁଙ୍କର ପ୍ରତ୍ୟାଦେଶ,’ ଏହି କଥା ଭବିଷ୍ୟଦ୍ବକ୍ତା, ଯାଜକ ଓ ଲୋକମାନେ କହିଲେ, ଆମ୍ଭେ ସେ ଲୋକକୁ ଓ ତାହାର ବଂଶକୁ ଶାସ୍ତି ଦେବା। Faic an caibideilପବିତ୍ର ବାଇବଲ (Re-edited) - (BSI)34 ଆଉ, ସଦାପ୍ରଭୁଙ୍କର ଭାରୋକ୍ତି, ଏହି କଥା ଭବିଷ୍ୟଦ୍ବକ୍ତା ଓ ଯାଜକ ଓ ଲୋକମାନେ କହିଲେ, ଆମ୍ଭେ ସେ ଲୋକକୁ ଓ ତାହାର ବଂଶକୁ ଶାସ୍ତି ଦେବା। Faic an caibideilଓଡିଆ ବାଇବେଲ34 ଆଉ, ‘ସଦାପ୍ରଭୁଙ୍କର ପ୍ରତ୍ୟାଦେଶ,’ ଏହି କଥା ଭବିଷ୍ୟଦ୍ବକ୍ତା, ଯାଜକ ଓ ଲୋକମାନେ କହିଲେ, ଆମ୍ଭେ ସେ ଲୋକକୁ ଓ ତାହାର ବଂଶକୁ ଶାସ୍ତି ଦେବା।” Faic an caibideilପବିତ୍ର ବାଇବଲ34 “ଯଦି କୌଣସି ଭବିଷ୍ୟଦ୍ବକ୍ତା କିଅବା ଯାଜକ କିଅବା ଲୋକମାନଙ୍କ ମଧ୍ୟରୁ ଯେକେହି କହେ, ‘ସଦାପ୍ରଭୁଙ୍କର ବାର୍ତ୍ତା ଏକ ଭାରୀ’, ମୁଁ ସେ ଲୋକକୁ ଓ ତାହାର ପରିବାରକୁ ଶାସ୍ତି ଦେବି। Faic an caibideil |