ଯିରିମୀୟ 23:40 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT40 ଆଉ, ଯାହା ବିସ୍ମୃତ ହେବ ନାହିଁ, ଏପରି ନିତ୍ୟସ୍ଥାୟୀ ଦୁର୍ନାମ ଓ ଚିରସ୍ଥାୟୀ ଲଜ୍ଜା ଆମ୍ଭେ ତୁମ୍ଭମାନଙ୍କୁ ଭୋଗ କରାଇବା।” Faic an caibideilପବିତ୍ର ବାଇବଲ (Re-edited) - (BSI)40 ଆଉ, ଯାହା ବିସ୍ମୃତ ନୋହିବ, ଏପରି ନିତ୍ୟସ୍ଥାୟୀ ଦୁର୍ନାମ ଓ ଚିରସ୍ଥାୟୀ ଲଜ୍ଜା ଆମ୍ଭେ ତୁମ୍ଭମାନଙ୍କୁ ଭୋଗ କରାଇବା। Faic an caibideilଓଡିଆ ବାଇବେଲ40 ଆଉ, ଯାହା ବିସ୍ମୃତ ହେବ ନାହିଁ, ଏପରି ନିତ୍ୟସ୍ଥାୟୀ ଦୁର୍ନାମ ଓ ଚିରସ୍ଥାୟୀ ଲଜ୍ଜା ଆମ୍ଭେ ତୁମ୍ଭମାନଙ୍କୁ ଭୋଗ କରାଇବା।” Faic an caibideilପବିତ୍ର ବାଇବଲ40 ଆମ୍ଭେ ଏପରି ଦୁର୍ନାମ ଓ ଲଜ୍ଜା ତୁମ୍ଭମାନଙ୍କୁ ଚିରକାଳ ଭୋଗକରାଇବା, ଯାହାକୁ ତୁମ୍ଭେମାନେ କେବେ ଭୁଲିପାରିବ ନାହିଁ।”’ Faic an caibideil |
କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଯିରୂଶାଲମ ନିବାସୀମାନଙ୍କ ଉପରେ ଯେପରି ଆମ୍ଭର କ୍ରୋଧ ଓ ପ୍ରଚଣ୍ଡ କୋପ ଢଳା ଯାଇଅଛି, ସେପରି ତୁମ୍ଭେମାନେ ଯେତେବେଳେ ମିସରରେ ପ୍ରବେଶ କରିବ, ସେତେବେଳେ ତୁମ୍ଭମାନଙ୍କ ଉପରେ ଆମ୍ଭର ପ୍ରଚଣ୍ଡ କୋପ ଢଳାଯିବ; ପୁଣି, ତୁମ୍ଭେମାନେ ଅଭିଶାପ, ବିସ୍ମୟ, ଶ୍ରାପ ଓ ନିନ୍ଦାର ପାତ୍ର ହେବ ଓ ତୁମ୍ଭେମାନେ ଏହି ସ୍ଥାନ ଆଉ ଦେଖିବ ନାହିଁ।