ଯିରିମୀୟ 24:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଏକ ଡାଲାରେ ଆଦ୍ୟପକ୍ୱ ଡିମ୍ବିରି ଫଳ ତୁଲ୍ୟ ଅତି ଉତ୍ତମ ଡିମ୍ବିରି ଥିଲା; ପୁଣି, ଅନ୍ୟ ଡାଲାରେ ଅତି ମନ୍ଦ ଡିମ୍ବିରି ଫଳ ଥିଲା, ସେସବୁ ଏଡ଼େ ମନ୍ଦ ଯେ, ଭୋଜନ କରାଯାଇ ନ ପାରେ। Faic an caibideilପବିତ୍ର ବାଇବଲ (Re-edited) - (BSI)2 ଏକ ଡାଲାରେ ଆଦ୍ୟ ପକ୍ଵ ଡିମିରି ଫଳ ତୁଲ୍ୟ ଅତି ଉତ୍ତମ ଡିମିରି ଥିଲା; ପୁଣି, ଅନ୍ୟ ଡାଲାରେ ଅତି ମନ୍ଦ ଡିମିରି ଫଳ ଥିଲା, ସେସବୁ ଏଡ଼େ ମନ୍ଦ ଯେ, ଭୋଜନ କରାଯାଇ ନ ପାରେ। Faic an caibideilଓଡିଆ ବାଇବେଲ2 ଏକ ଡାଲାରେ ଆଦ୍ୟପକ୍ୱ ଡିମ୍ବିରି ଫଳ ତୁଲ୍ୟ ଅତି ଉତ୍ତମ ଡିମ୍ବିରି ଥିଲା; ପୁଣି, ଅନ୍ୟ ଡାଲାରେ ଅତି ମନ୍ଦ ଡିମ୍ବିରି ଫଳ ଥିଲା, ସେସବୁ ଏଡ଼େ ମନ୍ଦ ଯେ, ଭୋଜନ କରାଯାଇ ନ ପାରେ। Faic an caibideilପବିତ୍ର ବାଇବଲ2 ଗୋଟିଏ ଡାଲାରେ ଆଦ୍ୟ ପକ୍ୱ ଡିମ୍ବିରି ଫଳପରି ଅତି ଉତ୍ତମ ଫଳ ଥିଲା। ଅନ୍ୟ ଏକ ଡାଲାରେ ଏପରି ଅତି ମନ୍ଦ ଡିମ୍ବିରି ଫଳ ଥିଲା, ଯାହାକି ଭୋଜନ ଉପଯୋଗୀ ନ ଥିଲା। Faic an caibideil |
ସଦାପ୍ରଭୁ କହନ୍ତି, ଆମ୍ଭେ ଦ୍ରାକ୍ଷାଫଳର ନ୍ୟାୟ ଇସ୍ରାଏଲକୁ ପ୍ରାନ୍ତରରେ ପାଇଲୁ; ଆମ୍ଭେ ଡିମ୍ବିରି ବୃକ୍ଷର ପ୍ରଥମକାଳୀନ ଆଦ୍ୟପକ୍ୱ ଡିମ୍ବିରି ଫଳ ସଦୃଶ୍ୟ ତୁମ୍ଭର ପୂର୍ବପୁରୁଷଗଣଙ୍କୁ ଦେଖିଲୁ; ମାତ୍ର ସେମାନେ ବାଲ୍-ପିୟୋରର ନିକଟକୁ ଆସି ସେହି ଲଜ୍ଜାସ୍ପଦର ଉଦ୍ଦେଶ୍ୟରେ ଆପଣାମାନଙ୍କୁ ପ୍ରତିଷ୍ଠା କଲେ ଓ ଯାହାକୁ ସେମାନେ ପ୍ରେମ କଲେ, ତାହାରି ତୁଲ୍ୟ ଘୃଣାଯୋଗ୍ୟ ହେଲେ।