ଯିରିମୀୟ 24:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତେବେ ସଦାପ୍ରଭୁ ମୋତେ କହିଲେ, “ହେ ଯିରିମୀୟ, ତୁମ୍ଭେ କଅଣ ଦେଖୁଅଛ?” ତହିଁରେ ମୁଁ କହିଲି, “ଡିମ୍ବିରି ଫଳ, ଉତ୍ତମ ଡିମ୍ବିରି ଅତି ଉତ୍ତମ ଓ ମନ୍ଦ ଡିମ୍ବିରି ଅତି ମନ୍ଦ, ସେସବୁ ଏଡ଼େ ମନ୍ଦ ଯେ, ଭୋଜନ କରାଯାଇ ନ ପାରେ।” Faic an caibideilପବିତ୍ର ବାଇବଲ (Re-edited) - (BSI)3 ତେବେ ସଦାପ୍ରଭୁ ମୋତେ କହିଲେ, ହେ ଯିରିମୀୟ, ତୁମ୍ଭେ କଅଣ ଦେଖୁଅଛ? ତହିଁରେ ମୁଁ କହିଲି, ଡିମିରି ଫଳ, ଉତ୍ତମ ଡିମିରି, ଅତି ଉତ୍ତମ ଓ ମନ୍ଦ ଡିମିରି, ଅତି ମନ୍ଦ, ସେସବୁ ଏଡ଼େ ମନ୍ଦ ଯେ, ଭୋଜନ କରାଯାଇ ନ ପାରେ। Faic an caibideilଓଡିଆ ବାଇବେଲ3 ତେବେ ସଦାପ୍ରଭୁ ମୋତେ କହିଲେ, “ହେ ଯିରିମୀୟ, ତୁମ୍ଭେ କଅଣ ଦେଖୁଅଛ ?” ତହିଁରେ ମୁଁ କହିଲି, “ଡିମ୍ବିରି ଫଳ, ଉତ୍ତମ ଡିମ୍ବିରି ଅତି ଉତ୍ତମ ଓ ମନ୍ଦ ଡିମ୍ବିରି ଅତି ମନ୍ଦ, ସେସବୁ ଏଡ଼େ ମନ୍ଦ ଯେ, ଭୋଜନ କରାଯାଇ ନ ପାରେ।” Faic an caibideilପବିତ୍ର ବାଇବଲ3 ସଦାପ୍ରଭୁ ମୋତେ ପଗ୍ଭରିଲେ, “ହେ ଯିରିମିୟ, ତୁମ୍ଭେ କ’ଣ ଦେଖୁଛ?” ମୁଁ ଉତ୍ତର କଲି, “ଡିମ୍ବିରି ଫଳ, ଉତ୍ତମ ଡିମ୍ବିରି ଅତି ଉତ୍ତମ ଓ ମନ୍ଦ ଡିମ୍ବିରି ଏତେ ମନ୍ଦ ଯେ ତାହା ଭୋଜନଯୋଗ୍ୟ ନୁହେଁ।” Faic an caibideil |