ଯିରିମୀୟ 25:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଆହୁରି, ଆମ୍ଭେ ସେମାନଙ୍କ ମଧ୍ୟରୁ ଆମୋଦର ଧ୍ୱନି, ଆନନ୍ଦର ଧ୍ୱନି ଓ ବରର ରବ ଓ କନ୍ୟାର ରବ, ଚକିର ଶବ୍ଦ ଓ ପ୍ରଦୀପର ଆଲୁଅ ଦୂର କରିବା। Faic an caibideilପବିତ୍ର ବାଇବଲ (Re-edited) - (BSI)10 ଆହୁରି, ଆମ୍ଭେ ସେମାନଙ୍କ ମଧ୍ୟରୁ ଆମୋଦର ଧ୍ଵନି ଓ ଆନନ୍ଦର ଧ୍ଵନି ଓ ବରର ରବ ଓ କନ୍ୟାର ରବ, ଚକିର ଶଦ୍ଦ ଓ ପ୍ରଦୀପର ଆଲୁଅ ଦୂର କରିବା। Faic an caibideilଓଡିଆ ବାଇବେଲ10 ଆହୁରି, ଆମ୍ଭେ ସେମାନଙ୍କ ମଧ୍ୟରୁ ଆମୋଦର ଧ୍ୱନି, ଆନନ୍ଦର ଧ୍ୱନି ଓ ବରର ରବ ଓ କନ୍ୟାର ରବ, ଚକିର ଶବ୍ଦ ଓ ପ୍ରଦୀପର ଆଲୁଅ ଦୂର କରିବା। Faic an caibideilପବିତ୍ର ବାଇବଲ10 ଆଉ ମଧ୍ୟ ଆମ୍ଭେ ସେମାନଙ୍କ ମଧ୍ୟରୁ ଆମୋଦ, ପ୍ରମୋଦ, ଧ୍ୱନି, ବରକନ୍ୟାଙ୍କର ସୁଖ ଓ ହର୍ଷ ଧ୍ୱନି, ଚକିର ଶବ୍ଦ ଓ ପ୍ରଦୀପର ଆଲୋକ ଦୂର କରିବା। Faic an caibideil |