ଯିରିମୀୟ 25:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ମୁଁ କହିଅଛି, ‘ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା କୁପଥରୁ ଓ ଆପଣା ଆପଣା ଆଚରଣର ଦୁଷ୍ଟତାରୁ ଫେର, ତହିଁରେ ସଦାପ୍ରଭୁ ପୁରାତନ କାଳରୁ ସଦାକାଳ ନିମନ୍ତେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପୂର୍ବପୁରୁଷଗଣକୁ ଯେଉଁ ଦେଶ ଦେଇଅଛନ୍ତି, ତହିଁ ମଧ୍ୟରେ ତୁମ୍ଭେମାନେ ବାସ କରିବ; Faic an caibideilପବିତ୍ର ବାଇବଲ (Re-edited) - (BSI)5 ମୁଁ କହିଅଛି, ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା କୁପଥରୁ ଓ ଆପଣା ଆପଣା ଆଚରଣର ଦୁଷ୍ଟତାରୁ ଫେର, ତହିଁରେ ସଦାପ୍ରଭୁ ପୁରାତନ କାଳରୁ ସଦାକାଳ ନିମନ୍ତେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପିତୃପୁରୁଷଗଣକୁ ଯେଉଁ ଦେଶ ଦେଇଅଛନ୍ତି, ତହିଁ ମଧ୍ୟରେ ତୁମ୍ଭେମାନେ ବାସ କରିବ; Faic an caibideilଓଡିଆ ବାଇବେଲ5 ମୁଁ କହିଅଛି, ‘ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା କୁପଥରୁ ଓ ଆପଣା ଆପଣା ଆଚରଣର ଦୁଷ୍ଟତାରୁ ଫେର,’ ତହିଁରେ ସଦାପ୍ରଭୁ ପୁରାତନ କାଳରୁ ସଦାକାଳ ନିମନ୍ତେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପୂର୍ବପୁରୁଷଗଣକୁ ଯେଉଁ ଦେଶ ଦେଇଅଛନ୍ତି, ତହିଁ ମଧ୍ୟରେ ତୁମ୍ଭେମାନେ ବାସ କରିବ; Faic an caibideilପବିତ୍ର ବାଇବଲ5 ସେହି ଭବିଷ୍ୟଦ୍ବକ୍ତାଗଣ କହିଲେ, “ତୁମ୍ଭେମାନେ ପ୍ରତ୍ୟେକ ଆପଣା ଆପଣା କୁପଥରୁ ଓ ଆପଣା ଆପଣା ଦୁଷ୍ଟ ଆଚରଣରୁ ଫେର। ତାହାହେଲେ ସଦାପ୍ରଭୁ ପୁରାତନ କାଳରୁ ଚିରଦିନ ନିମନ୍ତେ ତୁମ୍ଭମାନଙ୍କୁ ଓ ତୁମ୍ଭର ପୂର୍ବପୁରୁଷଗଣଙ୍କୁ ଯେଉଁ ଦେଶ ଦେଇଅଛନ୍ତି, ତାହା ମଧ୍ୟରେ ତୁମ୍ଭେମାନେ ବାସ କରିବ। Faic an caibideil |
ମଧ୍ୟ ଆମ୍ଭେ ଆପଣାର ସମସ୍ତ ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ପ୍ରଭାତରେ ଉଠି ସେମାନଙ୍କୁ ପଠାଇ ତୁମ୍ଭମାନଙ୍କୁ କହିଅଛୁ, ‘ତୁମ୍ଭେମାନେ ପ୍ରତ୍ୟେକେ ଏବେ ଆପଣା ଆପଣା କୁପଥରୁ ଫେର, ଆପଣମାନଙ୍କର ଆଚରଣ ସୁଧରାଅ ଓ ଅନ୍ୟ ଦେବଗଣର ସେବା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍ଗାମୀ ହୁଅ ନାହିଁ, ତହିଁରେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ଆମ୍ଭର ଦତ୍ତ ଦେଶରେ ତୁମ୍ଭେମାନେ ବାସ କରିବ;’ ମାତ୍ର ତୁମ୍ଭେମାନେ କର୍ଣ୍ଣପାତ କରି ନାହଁ, କିଅବା ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ।