ଯିରିମୀୟ 25:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍ ଶବ୍ଦର ବିଷୟ ଓ ଚିରକାଳର ଉତ୍ସନ୍ନ ସ୍ଥାନ କରିବା। Faic an caibideilପବିତ୍ର ବାଇବଲ (Re-edited) - (BSI)9 ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍ ଶଦ୍ଦର ବିଷୟ ଓ ଚିର କାଳର ଉତ୍ସନ୍ନ ସ୍ଥାନ କରିବା। Faic an caibideilଓଡିଆ ବାଇବେଲ9 ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍ ଶବ୍ଦର ବିଷୟ ଓ ଚିର କାଳର ଉତ୍ସନ୍ନ ସ୍ଥାନ କରିବା। Faic an caibideilପବିତ୍ର ବାଇବଲ9 ପୁଣି ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥ ସମସ୍ତ ପରିବାରବର୍ଗକୁ ଆଣିବା। ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ଆଣିବା। ପୁଣି ସେମାନଙ୍କୁ ନେଇ ଯିହୁଦା ଓ ଯିହୁଦା ନିବାସୀଙ୍କ ବିରୁଦ୍ଧରେ ଓ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ଗୋଷ୍ଠୀ ବିରୁଦ୍ଧରେ ଛିଡ଼ା କରାଇବା। ଆଉ ସେମାନଙ୍କୁ ସମ୍ପୂର୍ଣ୍ଣ ଭାବରେ ବିନାଶ କରିବା। ସେହି ଦେଶକୁ ଚିରକାଳ ଏକ ଶୂନ୍ୟ ପ୍ରାନ୍ତରରେ ପରିଣତ କରିବା। ତାହାକୁ ଦେଖି ଲୋକମାନେ ବିସ୍ମୟରେ ଓ ଶୀସ୍ ଶବ୍ଦ କରିବେ। Faic an caibideil |
କାରଣ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ତୁମ୍ଭକୁ, ତୁମ୍ଭ ପ୍ରତି ଓ ତୁମ୍ଭର ସମସ୍ତ ବନ୍ଧୁ ପ୍ରତି ଆଶଙ୍କାଜନକ କରିବା; ପୁଣି, ସେମାନେ ଆପଣାମାନଙ୍କ ଶତ୍ରୁଗଣର ଖଡ୍ଗ ଦ୍ୱାରା ହତ ହେବେ ଓ ତୁମ୍ଭର ଚକ୍ଷୁ ତାହା ଦେଖିବ; ଆଉ, ଆମ୍ଭେ ସମୁଦାୟ ଯିହୁଦାକୁ ବାବିଲର ରାଜା ହସ୍ତରେ ସମର୍ପଣ କରିବା, ତହିଁରେ ସେ ସେମାନଙ୍କୁ ବନ୍ଦୀ କରି ବାବିଲକୁ ଘେନିଯାଇ ଖଡ୍ଗରେ ବଧ କରିବ।
ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଯେଉଁମାନେ ଆପଣାମାନଙ୍କ ସର୍ବାନ୍ତଃକରଣର ଆନନ୍ଦରେ ଓ ପ୍ରାଣର ଈର୍ଷାରେ, ଲୁଟିତ ଦ୍ରବ୍ୟ ରୂପେ ନିକ୍ଷେପ କରିବା ପାଇଁ ଆମ୍ଭ ଦେଶକୁ ଆପଣାମାନଙ୍କର ଅଧିକାର ବୋଲି ନିରୂପଣ କରିଅଛନ୍ତି, ଗୋଷ୍ଠୀୟମାନଙ୍କର ସେହି ଅବଶିଷ୍ଟାଂଶର ବିରୁଦ୍ଧରେ ଓ ସମୁଦାୟ ଇଦୋମର ବିରୁଦ୍ଧରେ ଆମ୍ଭେ ନିତାନ୍ତ ଆପଣା ଅନ୍ତରାଗ୍ନିର ଜ୍ୱାଳାରେ କହିଅଛୁ;