ଯିରିମୀୟ 26:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ତହିଁରେ ଯିହୋୟାକୀମ୍ ରାଜା, ଆପଣା ବୀରମାନଙ୍କ ଓ ସମସ୍ତ ଅଧିପତିମାନଙ୍କ ସହିତ ସେହି କଥା ଶୁଣନ୍ତେ, ରାଜା ତାହାକୁ ବଧ କରିବାକୁ ଚେଷ୍ଟା କଲା; ମାତ୍ର ଊରୀୟ ଏହା ଶୁଣି ଭୀତ ହୋଇ ମିସରକୁ ପଳାଇଗଲା। Faic an caibideilପବିତ୍ର ବାଇବଲ (Re-edited) - (BSI)21 ତହିଁରେ ଯିହୋୟାକୀମ୍ ରାଜା, ଆପଣା ବୀରମାନଙ୍କ ଓ ସମସ୍ତ ଅଧିପତିମାନଙ୍କ ସହିତ ସେହି କଥା ଶୁଣନ୍ତେ, ରାଜା ତାହାକୁ ବଧ କରିବାକୁ ଚେଷ୍ଟା କଲା; ମାତ୍ର ଊରୀୟ ଏହା ଶୁଣି ଭୀତ ହୋଇ ମିସରକୁ ପଳାଇ ଗଲା। Faic an caibideilଓଡିଆ ବାଇବେଲ21 ତହିଁରେ ଯିହୋୟାକୀମ୍ ରାଜା, ଆପଣା ବୀରମାନଙ୍କ ଓ ସମସ୍ତ ଅଧିପତିମାନଙ୍କ ସହିତ ସେହି କଥା ଶୁଣନ୍ତେ, ରାଜା ତାହାକୁ ବଧ କରିବାକୁ ଚେଷ୍ଟା କଲା; ମାତ୍ର ଊରୀୟ ଏହା ଶୁଣି ଭୀତ ହୋଇ ମିସରକୁ ପଳାଇ ଗଲା। Faic an caibideilପବିତ୍ର ବାଇବଲ21 ରାଜା ଯିହୋୟାକୀମ୍, ତାଙ୍କର ସମସ୍ତ ବୀରଗଣ ଓ ଯିହୁଦାର ସମସ୍ତ ଅଧିପତିମାନେ ଉରିୟଙ୍କ ଭବିଷ୍ୟଦ୍ବାଣୀ ଶୁଣିଲେ। ତା'ପରେ ରାଜା ଯିହୋୟାକୀମ୍ ତାହାକୁ ବଧ କରିବାକୁ ଚେଷ୍ଟା କଲା। ମାତ୍ର ଉରିୟ ଭୟଭୀତ ହୋଇ ମିଶରକୁ ପଳାଇଲା। Faic an caibideil |