ଯିରିମୀୟ 26:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ହୋଇପାରେ, ସେମାନେ ମନୋଯୋଗ କରି ପ୍ରତ୍ୟେକେ ଆପଣା ଆପଣା କୁପଥରୁ ଫେରିବେ; ତାହାହେଲେ ସେମାନଙ୍କ ଆଚରଣର ଦୁଷ୍ଟତା ହେତୁ ଆମ୍ଭେ ସେମାନଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟାଇବାକୁ ମନସ୍ଥ କରିଅଛୁ, ତହିଁରୁ ନିବୃତ୍ତ ହେବା। Faic an caibideilପବିତ୍ର ବାଇବଲ (Re-edited) - (BSI)3 ହୋଇପାରେ, ସେମାନେ ମନୋଯୋଗ କରି ପ୍ରତ୍ୟେକେ ଆପଣା ଆପଣା କୁପଥରୁ ଫେରିବେ; ତାହାହେଲେ ସେମାନଙ୍କ ଆଚରଣର ଦୁଷ୍ଟତା ହେତୁ ଆମ୍ଭେ ସେମାନଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟାଇବାକୁ ମନସ୍ଥ କରିଅଛୁ, ତହିଁରୁ ନିବୃତ୍ତ ହେବା। Faic an caibideilଓଡିଆ ବାଇବେଲ3 ହୋଇପାରେ, ସେମାନେ ମନୋଯୋଗ କରି ପ୍ରତ୍ୟେକେ ଆପଣା ଆପଣା କୁପଥରୁ ଫେରିବେ; ତାହାହେଲେ ସେମାନଙ୍କ ଆଚରଣର ଦୁଷ୍ଟତା ହେତୁ ଆମ୍ଭେ ସେମାନଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟାଇବାକୁ ମନସ୍ଥ କରିଅଛୁ, ତହିଁରୁ ନିବୃତ୍ତ ହେବା।’” Faic an caibideilପବିତ୍ର ବାଇବଲ3 ସେମାନେ ହୁଏତ ଆମ୍ଭର କଥାପ୍ରତି ଧ୍ୟାନ ଦେବେ ଓ ଆମ୍ଭର ଆଜ୍ଞା ପାଳନ କରିବେ। ହୋଇପାରେ ସେମାନେ କୁପଥରୁ ଫେରିବେ। ତାହାହେଲେ ଆମ୍ଭେ ସେମାନଙ୍କର ଦୁଷ୍ଟତା ଯୋଗୁଁ ସେମାନଙ୍କ ପ୍ରତି ଯେଉଁ ଦଣ୍ଡ ଦେବାକୁ ମନସ୍ଥ କରିଅଛୁ, ସେଥିରୁ ନିବୃତ୍ତ ହେବା। Faic an caibideil |
ଯିହୁଦାର ରାଜା ହିଜକୀୟ ଓ ଯିହୁଦାର ଲୋକ ସମସ୍ତେ କʼଣ ତାହାଙ୍କୁ କୌଣସିମତେ ବଧ କରିଥିଲେ? ହିଜକୀୟ କʼଣ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କଲେ ନାହିଁ? ତହିଁରେ ସଦାପ୍ରଭୁ ସେମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଥିଲେ, ତାହା କରିବାରୁ କʼଣ କ୍ଷାନ୍ତ ନୋହିଲେ? ଆମ୍ଭେମାନେ ଆପଣା ଆପଣା ପ୍ରାଣର ପ୍ରତିକୂଳରେ ଭାରୀ ଅମଙ୍ଗଳ କରୁଅଛୁ।”