ଯିରିମୀୟ 26:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ତେବେ ଆମ୍ଭେ ଏହି ଗୃହକୁ ଶୀଲୋର ସମାନ କରିବା ଓ ଏହି ନଗରକୁ ପୃଥିବୀସ୍ଥ ସକଳ ଗୋଷ୍ଠୀର ଅଭିଶାପାସ୍ପଦ କରିବା।’” Faic an caibideilପବିତ୍ର ବାଇବଲ (Re-edited) - (BSI)6 ତେବେ ଆମ୍ଭେ ଏହି ଗୃହକୁ ଶୀଲୋର ସମାନ କରିବା ଓ ଏହି ନଗରକୁ ପୃଥିବୀସ୍ଥ ସକଳ ଗୋଷ୍ଠୀର ଅଭିଶାପାସ୍ପଦ କରିବା। Faic an caibideilଓଡିଆ ବାଇବେଲ6 ତେବେ ଆମ୍ଭେ ଏହି ଗୃହକୁ ଶୀଲୋର ସମାନ କରିବା ଓ ଏହି ନଗରକୁ ପୃଥିବୀସ୍ଥ ସକଳ ଗୋଷ୍ଠୀର ଅଭିଶାପାସ୍ପଦ କରିବା।’” Faic an caibideilପବିତ୍ର ବାଇବଲ6 ଯେବେ ତୁମ୍ଭେମାନେ ଆମ୍ଭର ଆଜ୍ଞା ପାଳନ ନ କରିବ, ତେବେ ଆମ୍ଭେ ଏହି ଗୃହକୁ ଶୀଲୋର ତୁଲ୍ୟ କରିବା ଆଉ ଏହି ନଗରକୁ ପୃଥିବୀସ୍ଥ ସକଳ ଗୋଷ୍ଠୀର ଅଭିଶାପର ସ୍ଥାନ କରିବା।’” Faic an caibideil |
କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଯିରୂଶାଲମ ନିବାସୀମାନଙ୍କ ଉପରେ ଯେପରି ଆମ୍ଭର କ୍ରୋଧ ଓ ପ୍ରଚଣ୍ଡ କୋପ ଢଳା ଯାଇଅଛି, ସେପରି ତୁମ୍ଭେମାନେ ଯେତେବେଳେ ମିସରରେ ପ୍ରବେଶ କରିବ, ସେତେବେଳେ ତୁମ୍ଭମାନଙ୍କ ଉପରେ ଆମ୍ଭର ପ୍ରଚଣ୍ଡ କୋପ ଢଳାଯିବ; ପୁଣି, ତୁମ୍ଭେମାନେ ଅଭିଶାପ, ବିସ୍ମୟ, ଶ୍ରାପ ଓ ନିନ୍ଦାର ପାତ୍ର ହେବ ଓ ତୁମ୍ଭେମାନେ ଏହି ସ୍ଥାନ ଆଉ ଦେଖିବ ନାହିଁ।