ଯିରିମୀୟ 27:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 କାରଣ ତୁମ୍ଭମାନଙ୍କୁ ସ୍ୱଦେଶରୁ ଦୂରୀକୃତ କରିବା ପାଇଁ ଓ ଆମ୍ଭେ ତୁମ୍ଭମାନଙ୍କୁ ତଡ଼ିଦେଲେ ତୁମ୍ଭେମାନେ ଯେପରି ନଷ୍ଟ ହେବ, ଏଥିପାଇଁ ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି। Faic an caibideilପବିତ୍ର ବାଇବଲ (Re-edited) - (BSI)10 କାରଣ ତୁମ୍ଭମାନଙ୍କୁ ସ୍ଵଦେଶରୁ ଦୂରୀକୃତ କରିବା ପାଇଁ ଓ ଆମ୍ଭେ ତୁମ୍ଭମାନଙ୍କୁ ତଡ଼ି ଦେଲେ ତୁମ୍ଭେମାନେ ଯେପରି ନଷ୍ଟ ହେବ, ଏଥିପାଇଁ ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି। Faic an caibideilଓଡିଆ ବାଇବେଲ10 କାରଣ ତୁମ୍ଭମାନଙ୍କୁ ସ୍ୱଦେଶରୁ ଦୂରୀକୃତ କରିବା ପାଇଁ ଓ ଆମ୍ଭେ ତୁମ୍ଭମାନଙ୍କୁ ତଡ଼ି ଦେଲେ ତୁମ୍ଭେମାନେ ଯେପରି ନଷ୍ଟ ହେବ, ଏଥିପାଇଁ ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି। Faic an caibideilପବିତ୍ର ବାଇବଲ10 ମାତ୍ର ତୁମ୍ଭମାନଙ୍କୁ ସ୍ୱଦେଶରୁ ଦୂରେଇ ଦେବା ପାଇଁ ଓ ଆମ୍ଭେ ତୁମ୍ଭମାନଙ୍କୁ ତଡ଼ି ଦେଲେ ତୁମ୍ଭେମାନେ ଯେପରି ନଷ୍ଟ ହେବ, ଏଥିପାଇଁ ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କରୁଛନ୍ତି। Faic an caibideil |
ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ଭବିଷ୍ୟଦ୍ବକ୍ତାମାନେ ଆମ୍ଭ ନାମରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି; ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, ଆମ୍ଭେ ସେମାନଙ୍କୁ ଆଜ୍ଞା ଦେଇ ନାହୁଁ, କିଅବା ଆମ୍ଭେ ସେମାନଙ୍କୁ କଥା କହି ନାହୁଁ; ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଦର୍ଶନ, ମନ୍ତ୍ର, ଅସାର ବିଷୟ ଓ ଆପଣା ଆପଣା ହୃଦୟର ପ୍ରବଞ୍ଚନାମୂଳକ ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି।
ଆହୁରି, ମୁଁ ଯାଜକମାନଙ୍କୁ ଓ ଏହି ସମସ୍ତ ଲୋକଙ୍କୁ କହିଲି, “ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭମାନଙ୍କର ଯେଉଁ ଭବିଷ୍ୟଦ୍ବକ୍ତାମାନେ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କହନ୍ତି, ‘ଦେଖ, ସଦାପ୍ରଭୁଙ୍କ ଗୃହର ପାତ୍ରସକଳ ଅଳ୍ପ କାଳ ମଧ୍ୟରେ ବାବିଲରୁ ଅଣାଯିବ,’ ତୁମ୍ଭେମାନେ ସେମାନଙ୍କ କଥାରେ ମନୋଯୋଗ କର ନାହିଁ; କାରଣ ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି।
“ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା ଆଉ, ତାନ୍ତ୍ରିକ ଓ ବ୍ୟଭିଚାରୀ ଓ ମିଥ୍ୟା ଶପଥକାରୀମାନଙ୍କ ବିରୁଦ୍ଧରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ, ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।