ଯିରିମୀୟ 27:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ମାତ୍ର ଯେଉଁ ଦେଶୀୟ ଲୋକେ ବାବିଲ ରାଜାର ଯୁଆଳି ତଳେ ଆପଣାମାନଙ୍କର ବେକ ଦେବେ ଓ ତାହାର ଦାସ୍ୟକର୍ମ କରିବେ, ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ସ୍ୱଦେଶରେ ରହିବାକୁ ଦେବା, ସେମାନେ ସେଠାରେ କୃଷିକର୍ମ କରି ବାସ କରିବେ।’” Faic an caibideilପବିତ୍ର ବାଇବଲ (Re-edited) - (BSI)11 ମାତ୍ର ଯେଉଁ ଦେଶୀୟ ଲୋକେ ବାବିଲ-ରାଜାର ଯୁଆଳି ତଳେ ଆପଣାମାନଙ୍କର ବେକ ଦେବେ ଓ ତାହାର ଦାସ୍ୟକର୍ମ କରିବେ, ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ସ୍ଵଦେଶରେ ରହିବାକୁ ଦେବା, ସେମାନେ ସେଠାରେ କୃଷିକର୍ମ କରି ବାସ କରିବେ। Faic an caibideilଓଡିଆ ବାଇବେଲ11 ମାତ୍ର ଯେଉଁ ଦେଶୀୟ ଲୋକେ ବାବିଲ ରାଜାର ଯୁଆଳି ତଳେ ଆପଣାମାନଙ୍କର ବେକ ଦେବେ ଓ ତାହାର ଦାସ୍ୟକର୍ମ କରିବେ, ସଦାପ୍ରଭୁ କହନ୍ତି, ‘ଆମ୍ଭେ ସେମାନଙ୍କୁ ସ୍ୱଦେଶରେ ରହିବାକୁ ଦେବା, ସେମାନେ ସେଠାରେ କୃଷିକର୍ମ କରି ବାସ କରିବେ।’” Faic an caibideilପବିତ୍ର ବାଇବଲ11 “‘କିନ୍ତୁ ଯେଉଁ ଦେଶୀୟ ଲୋକେ ବାବିଲ ରାଜାର ଯୁଆଳି ତଳେ ନିଜ ନିଜର ବେକ ଦେବେ ଓ ତାହାର ଦାସ୍ୟ କର୍ମ କରିବେ,’ ସଦାପ୍ରଭୁ କହନ୍ତି, ‘ଆମ୍ଭେ ସେମାନଙ୍କୁ ସ୍ୱଦେଶରେ ରହିବାକୁ ଦେବା ଓ ସେମାନେ ସେଠାରେ କୃଷି କାର୍ଯ୍ୟ କରି ବାସ କରିବେ।’” Faic an caibideil |
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଯେଉଁ ଗୋଷ୍ଠୀଗଣ ମଧ୍ୟରେ ଇସ୍ରାଏଲ ବଂଶ ଛିନ୍ନଭିନ୍ନ ହୋଇଅଛନ୍ତି, ସେମାନଙ୍କ ମଧ୍ୟରୁ ଯେତେବେଳେ ଆମ୍ଭେ ସେମାନଙ୍କୁ ସଂଗ୍ରହ କରିବା ଓ ନାନା ଦେଶୀୟମାନଙ୍କ ସାକ୍ଷାତରେ ସେମାନଙ୍କ ମଧ୍ୟରେ ପବିତ୍ର ରୂପେ ପ୍ରତିପନ୍ନ ହେବା, ସେତେବେଳେ ଆମ୍ଭେ ନିଜ ଦାସ ଯାକୁବକୁ ଯେଉଁ ଦେଶ ଦେଇଥିଲୁ, ସେମାନେ ଆପଣାମାନଙ୍କର ସେହି ଦେଶରେ ବାସ କରିବେ।