Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 27:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ତୁମ୍ଭେମାନେ ସେମାନଙ୍କ କଥାରେ ମନୋଯୋଗ କର ନାହିଁ; ବାବିଲ ରାଜାର ଦାସ୍ୟକର୍ମ କର; ତହିଁରେ ବଞ୍ଚିବ; ଏହି ନଗର କାହିଁକି ଉତ୍ସନ୍ନ ସ୍ଥାନ ହେବ?

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

17 ତୁମ୍ଭେମାନେ ସେମାନଙ୍କ କଥାରେ ମନୋଯୋଗ କର ନାହିଁ; ବାବିଲ ରାଜାର ଦାସ୍ୟକର୍ମ କର; ତହିଁରେ ବଞ୍ଚିବ; ଏହି ନଗର କାହିଁକି ଉତ୍ସନ୍ନ ସ୍ଥାନ ହେବ?

Faic an caibideil Dèan lethbhreac

ଓଡିଆ ବାଇବେଲ

17 ତୁମ୍ଭେମାନେ ସେମାନଙ୍କ କଥାରେ ମନୋଯୋଗ କର ନାହିଁ; ବାବିଲ ରାଜାର ଦାସ୍ୟକର୍ମ କର; ତହିଁରେ ବଞ୍ଚିବ; ଏହି ନଗର କାହିଁକି ଉତ୍ସନ୍ନ ସ୍ଥାନ ହେବ ?”

Faic an caibideil Dèan lethbhreac

ପବିତ୍ର ବାଇବଲ

17 ତୁମ୍ଭେମାନେ ସେମାନଙ୍କ କଥାରେ ଧ୍ୟାନ ଦିଅ ନାହିଁ। ବାବିଲ ରାଜାର ସେବା କର, ତାହାହେଲେ ତୁମ୍ଭେମାନେ ବଞ୍ଚିବ। ଆଉ ଏହି ନଗର ଯିରୁଶାଲମକୁ କାହିଁକି ଧ୍ୱଂସ କରିବାକୁ ଦେବ?

Faic an caibideil Dèan lethbhreac




ଯିରିମୀୟ 27:17
5 Iomraidhean Croise  

ସେତେବେଳେ ଯିରିମୀୟ ସିଦିକୀୟକୁ କହିଲେ, “ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ଯଦି ତୁମ୍ଭେ ବାହାର ହୋଇ ବାବିଲ ରାଜାର ଅଧିପତିମାନଙ୍କ ନିକଟକୁ ଯିବ, ତେବେ ତୁମ୍ଭର ପ୍ରାଣ ବଞ୍ଚିବ ଓ ଏହି ନଗର ଅଗ୍ନିରେ ଦଗ୍ଧ ହେବ ନାହିଁ; ପୁଣି, ତୁମ୍ଭେ ଓ ତୁମ୍ଭ ପରିବାର ବଞ୍ଚିବ।


ପୁଣି, ଲୋକମାନେ ଆପଣଙ୍କ ଭାର୍ଯ୍ୟା ଓ ସନ୍ତାନ ସମସ୍ତଙ୍କୁ ବାହାର କରି କଲ୍‍ଦୀୟମାନଙ୍କ ନିକଟକୁ ଆଣିବେ; ଆଉ, ଆପଣ ସେମାନଙ୍କ ହସ୍ତରୁ ରକ୍ଷା ପାଇବେ ନାହିଁ, ମାତ୍ର ବାବିଲ ରାଜାର ହସ୍ତରେ ଧରାଯିବେ ଓ ଆପଣ ଏହି ନଗରକୁ ଅଗ୍ନିରେ ଦଗ୍ଧ କରାଇବେ।”


ତୁମ୍ଭେମାନେ ଯେଉଁ ବାବିଲ ରାଜା ବିଷୟରେ ଭୀତ ଅଛ, ତାହାକୁ ଭୟ କର ନାହିଁ, ସଦାପ୍ରଭୁ କହନ୍ତି, ତାହାକୁ ଭୟ କର ନାହିଁ; କାରଣ ତୁମ୍ଭମାନଙ୍କୁ ରକ୍ଷା କରିବାକୁ ଓ ତାହା ହସ୍ତରୁ ଉଦ୍ଧାର କରିବାକୁ ଆମ୍ଭେ ତୁମ୍ଭମାନଙ୍କର ସହବର୍ତ୍ତୀ ଅଛୁ।


ସେସମୟରେ ଆମ୍ଭେ ଯିହୁଦାର ନଗରସବୁରେ ଓ ଯିରୂଶାଲମର ସଡ଼କସବୁରେ, ଆମୋଦର ଧ୍ୱନି, ଆନନ୍ଦର ଧ୍ୱନି ଓ ବରକନ୍ୟାର ଧ୍ୱନି ନିବୃତ୍ତ କରାଇବା; କାରଣ ଦେଶ ଧ୍ୱଂସସ୍ଥାନ ହେବ।


Lean sinn:

Sanasan


Sanasan