ଯିରିମୀୟ 27:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ହଁ, ସଦାପ୍ରଭୁଙ୍କ ଗୃହରେ, ଯିହୁଦାର ରାଜଗୃହରେ ଓ ଯିରୂଶାଲମରେ ଅବଶିଷ୍ଟ ଥିବା ସେହି ସକଳ ପାତ୍ର ବିଷୟରେ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; Faic an caibideilପବିତ୍ର ବାଇବଲ (Re-edited) - (BSI)21 ହଁ, ସଦାପ୍ରଭୁଙ୍କ ଗୃହରେ, ଯିହୁଦାର ରାଜଗୃହରେ ଓ ଯିରୂଶାଲମରେ ଅବଶିଷ୍ଟ ଥିବା ସେହି ସକଳ ପାତ୍ର ବିଷୟରେ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି; Faic an caibideilଓଡିଆ ବାଇବେଲ21 ହଁ, ସଦାପ୍ରଭୁଙ୍କ ଗୃହରେ, ଯିହୁଦାର ରାଜଗୃହରେ ଓ ଯିରୂଶାଲମରେ ଅବଶିଷ୍ଟ ଥିବା ସେହି ସକଳ ପାତ୍ର ବିଷୟରେ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; Faic an caibideilପବିତ୍ର ବାଇବଲ21 ସୈନ୍ୟାଧିପତି ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ସଦାପ୍ରଭୁଙ୍କ ମନ୍ଦିରରେ, ଯିହୁଦାର ରାଜପ୍ରାସାଦରେ ଓ ଯିରୁଶାଲମରେ ଅବଶିଷ୍ଟ ଥିବା, ସେହି ସମସ୍ତ ବାସନ କୁସନ ବାବିଲକୁ ଅଣାଯିବ। Faic an caibideil |