ଯିରିମୀୟ 27:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ସେସବୁ ବାବିଲକୁ ନିଆଯିବ ଓ ଆମ୍ଭେ ସେମାନଙ୍କର ତତ୍ତ୍ୱାନୁସନ୍ଧାନ ନ କରିବା ଦିନ ପର୍ଯ୍ୟନ୍ତ ସେସବୁ ସେସ୍ଥାନରେ ଥିବ, ଏହା ସଦାପ୍ରଭୁ କହନ୍ତି, ତଦନନ୍ତର ଆମ୍ଭେ ସେସବୁ ଏହି ସ୍ଥାନକୁ ଫେରାଇ ଆଣିବା।” Faic an caibideilପବିତ୍ର ବାଇବଲ (Re-edited) - (BSI)22 ସେସବୁ ବାବିଲକୁ ନିଆଯିବ ଓ ଆମ୍ଭେ ସେମାନଙ୍କର ତତ୍ତ୍ଵାନୁସନ୍ଧାନ ନ କରିବା ଦିନ ପର୍ଯ୍ୟନ୍ତ ସେସବୁ ସେସ୍ଥାନରେ ଥିବ, ଏହା ସଦାପ୍ରଭୁ କହନ୍ତି, ତଦନନ୍ତର ଆମ୍ଭେ ସେସବୁ ଏହି ସ୍ଥାନକୁ ଫେରାଇ ଆଣିବା। Faic an caibideilଓଡିଆ ବାଇବେଲ22 “ସେସବୁ ବାବିଲକୁ ନିଆଯିବ ଓ ଆମ୍ଭେ ସେମାନଙ୍କର ତତ୍ତ୍ୱାନୁସନ୍ଧାନ ନ କରିବା ଦିନ ପର୍ଯ୍ୟନ୍ତ ସେସବୁ ସେସ୍ଥାନରେ ଥିବ,” ଏହା ସଦାପ୍ରଭୁ କହନ୍ତି, ତଦନନ୍ତର ଆମ୍ଭେ ସେସବୁ ଏହି ସ୍ଥାନକୁ ଫେରାଇ ଆଣିବା। Faic an caibideilପବିତ୍ର ବାଇବଲ22 ‘ସେହିସବୁ ବାବିଲକୁ ଅଣାଯିବ ଏବଂ ଆମ୍ଭେ ସେଗୁଡ଼ିକର ପରିଦର୍ଶନ ନ କରିବା ଦିନ ପର୍ଯ୍ୟନ୍ତ ସେ ସବୁ ସେ ସ୍ଥାନରେ ଥିବ।’ ପୁଣି ସଦାପ୍ରଭୁ କହନ୍ତି, ‘ତାହାପରେ ଆମ୍ଭେ ସେସବୁ ଜିନିଷକୁ ଏହି ସ୍ଥାନକୁ ଫେରାଇ ଆଣିବା।’” Faic an caibideil |
ମାତ୍ର ସ୍ୱର୍ଗର ଅଧିପତିଙ୍କ ବିରୁଦ୍ଧରେ ଆପଣାକୁ ଉନ୍ନତ କରିଅଛନ୍ତି ଓ ତାହାଙ୍କ ଗୃହର ନାନା ପାତ୍ର ଆପଣଙ୍କ ସମ୍ମୁଖକୁ ଅଣାଯାʼନ୍ତେ, ଆପଣ ଓ ଆପଣଙ୍କ ଅମାତ୍ୟଗଣ, ଆପଣଙ୍କର ପତ୍ନୀଗଣ ଓ ଆପଣଙ୍କ ଉପପତ୍ନୀଗଣ ସେହି ସବୁ ପାତ୍ରରେ ଦ୍ରାକ୍ଷାରସ ପାନ କରିଅଛନ୍ତି; ପୁଣି ରୂପାର, ସୁନାର, ପିତ୍ତଳର, ଲୁହାର, କାଠର ଓ ପଥରର ଯେଉଁ ଦେବଗଣ ଦେଖନ୍ତି ନାହିଁ, କି ଶୁଣନ୍ତି ନାହିଁ, କି ଜାଣନ୍ତି ନାହିଁ, ସେମାନଙ୍କ ପ୍ରଶଂସା ଆପଣ କରିଅଛନ୍ତି; ପୁଣି, ଆପଣଙ୍କର ନିଃଶ୍ୱାସ ଯାହାଙ୍କର ହସ୍ତଗତ ଓ ଆପଣଙ୍କର ସକଳ ପଥ ଯାହାଙ୍କର ଅଧୀନ, ଆପଣ ସେହି ପରମେଶ୍ୱରଙ୍କର ଗୌରବ କରି ନାହାନ୍ତି।