ଯିରିମୀୟ 27:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି, ଯେଉଁ ଦୂତଗଣ ଯିହୁଦାର ରାଜା ସିଦିକୀୟ ନିକଟକୁ ଯିରୂଶାଲମକୁ ଆସିଅଛନ୍ତି, ସେମାନଙ୍କ ହସ୍ତ ଦ୍ୱାରା ସେସବୁ ଇଦୋମର ରାଜା ଓ ମୋୟାବର ରାଜା, ଅମ୍ମୋନ-ସନ୍ତାନଗଣର ରାଜା, ସୋରର ରାଜା ଓ ସୀଦୋନର ରାଜା ନିକଟକୁ ତାହା ପଠାଅ; Faic an caibideilପବିତ୍ର ବାଇବଲ (Re-edited) - (BSI)3 ପୁଣି, ଯେଉଁ ଦୂତଗଣ ଯିହୁଦାର ରାଜା ସିଦିକୀୟ ନିକଟକୁ ଯିରୂଶାଲମକୁ ଆସିଅଛନ୍ତି, ସେମାନଙ୍କ ହସ୍ତ ଦ୍ଵାରା ସେସବୁ ଇଦୋମର ରାଜା ଓ ମୋୟାବର ରାଜା, ଅମ୍ମୋନ-ସନ୍ତାନଗଣର ରାଜା, ସୋରର ରାଜା ଓ ସୀଦୋନର ରାଜା ନିକଟକୁ ତାହା ପଠାଅ; Faic an caibideilଓଡିଆ ବାଇବେଲ3 ପୁଣି, ଯେଉଁ ଦୂତଗଣ ଯିହୁଦାର ରାଜା ସିଦିକୀୟ ନିକଟକୁ ଯିରୂଶାଲମକୁ ଆସିଅଛନ୍ତି, ସେମାନଙ୍କ ହସ୍ତ ଦ୍ୱାରା ସେସବୁ ଇଦୋମର ରାଜା ଓ ମୋୟାବର ରାଜା, ଅମ୍ମୋନ ସନ୍ତାନଗଣର ରାଜା, ସୋରର ରାଜା ଓ ସୀଦୋନର ରାଜା ନିକଟକୁ ତାହା ପଠାଅ;’ Faic an caibideilପବିତ୍ର ବାଇବଲ3 ପୁଣି ଯିହୁଦାର ରାଜା ସିଦିକିୟଙ୍କୁ ଦେଖା କରିବାକୁ ଯିରୁଶାଲମକୁ ଆସିଥିବା ଦୂତମାନଙ୍କ ହସ୍ତରେ ଅନ୍ୟ ଯୁଆଳିଗୁଡ଼ିକୁ ଇଦୋମ, ମୋୟାବ, ଅମ୍ମୋନ, ସୋର ଓ ସୀଦୋନର ରାଜାମାନଙ୍କ ନିକଟକୁ ପଠାଅ। Faic an caibideil |