ଯିରିମୀୟ 27:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଆମ୍ଭେ ଆପଣାର ମହାପରାକ୍ରମ ଓ ବିସ୍ତୀର୍ଣ୍ଣ ବାହୁ ଦ୍ୱାରା ପୃଥିବୀ ଓ ପୃଥିବୀନିବାସୀ ମନୁଷ୍ୟ ଓ ପଶୁ ସୃଷ୍ଟି କରିଅଛୁ; ଆଉ, ଯାହାକୁ ତାହା ଦେବା ପାଇଁ ଆମ୍ଭଙ୍କୁ ଉଚିତ ଦେଖାଯାଏ, ତାହାକୁ ଆମ୍ଭେ ତାହା ଦେଉ। Faic an caibideilପବିତ୍ର ବାଇବଲ (Re-edited) - (BSI)5 ଆମ୍ଭେ ଆପଣାର ମହାପରାକ୍ରମ ଓ ବିସ୍ତୀର୍ଣ୍ଣ ବାହୁ ଦ୍ଵାରା ପୃଥିବୀ ଓ ପୃଥିବୀନିବାସୀ ମନୁଷ୍ୟ ଓ ପଶୁ ସୃଷ୍ଟି କରିଅଛୁ; ଆଉ, ଯାହାକୁ ତାହା ଦେବା ପାଇଁ ଆମ୍ଭଙ୍କୁ ଉଚିତ ଦେଖାଯାଏ, ତାହାକୁ ଆମ୍ଭେ ତାହା ଦେଉ। Faic an caibideilଓଡିଆ ବାଇବେଲ5 ‘ଆମ୍ଭେ ଆପଣାର ମହାପରାକ୍ରମ ଓ ବିସ୍ତୀର୍ଣ୍ଣ ବାହୁ ଦ୍ୱାରା ପୃଥିବୀ ଓ ପୃଥିବୀନିବାସୀ ମନୁଷ୍ୟ ଓ ପଶୁ ସୃଷ୍ଟି କରିଅଛୁ; ଆଉ, ଯାହାକୁ ତାହା ଦେବା ପାଇଁ ଆମ୍ଭଙ୍କୁ ଉଚିତ ଦେଖାଯାଏ, ତାହାକୁ ଆମ୍ଭେ ତାହା ଦେଉ। Faic an caibideilପବିତ୍ର ବାଇବଲ5 ଆମ୍ଭେ ଆମ୍ଭର ମହାପରାକ୍ରମ ଓ ବିଶାଳ ଶକ୍ତିଶାଳୀ ବାହୁ ଦ୍ୱାରା ଏହି ପୃଥିବୀ ଓ ପୃଥିବୀ ନିବାସୀ ସକଳ ମନୁଷ୍ୟ ଓ ପଶୁ ସୃଷ୍ଟି କରିଅଛୁ। ଆଉ ଆମ୍ଭେ ଆପଣା ସ୍ୱଇଚ୍ଛାରେ ଯାହାକୁ ଉଚିତ୍ ମନେ କରିବୁ, ଏହା ଦେଇ ପାରିବୁ। Faic an caibideil |
ଆପଣ ମନୁଷ୍ୟମାନଙ୍କ ମଧ୍ୟରୁ ଦୂରୀକୃତ ହେବେ ଓ କ୍ଷେତ୍ରସ୍ଥ ପଶୁମାନଙ୍କ ସଙ୍ଗରେ ଆପଣଙ୍କର ବସତି ହେବ, ବଳଦର ନ୍ୟାୟ ଆପଣଙ୍କୁ ତୃଣଭୋଜୀ କରାଯିବ, ଆଉ ଆପଣ ଆକାଶର କାକରରେ ତିନ୍ତିବ, ଏହିରୂପେ ଆପଣଙ୍କ ଉପରେ ସାତ କାଳ ବହିଯିବ; ଶେଷରେ ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ଯାହାକୁ ତାହା ଦେବାକୁ ଇଚ୍ଛା କରିବେ, ତାହାକୁ ସେ ତାହା ଦିଅନ୍ତି, ଏହା ଆପଣ ଜାଣିବେ।