ଯିରିମୀୟ 27:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆଉ, ତାହାର ନିଜ ଦେଶର ସମୟ ଉପସ୍ଥିତ ହେବା ପର୍ଯ୍ୟନ୍ତ ସମୁଦାୟ ଗୋଷ୍ଠୀ ତାହାର ଓ ତାହାର ପୁତ୍ରର ଓ ପୌତ୍ରର ଦାସ୍ୟକର୍ମ କରିବେ; ତହିଁ ଉତ୍ତାରେ ଅନେକ ଗୋଷ୍ଠୀ ଓ ମହାନ ମହାନ ରାଜାମାନେ ତାହାକୁ ଆପଣାମାନଙ୍କର ଦାସ୍ୟକର୍ମ କରାଇବେ। Faic an caibideilପବିତ୍ର ବାଇବଲ (Re-edited) - (BSI)7 ଆଉ, ତାହାର ନିଜ ଦେଶର ସମୟ ଉପସ୍ଥିତ ହେବା ପର୍ଯ୍ୟନ୍ତ ସମୁଦାୟ ଗୋଷ୍ଠୀ ତାହାର ଓ ତାହାର ପୁତ୍ରର ଓ ପୌତ୍ରର ଦାସ୍ୟକର୍ମ କରିବେ; ତହିଁ ଉତ୍ତାରେ ଅନେକ ଗୋଷ୍ଠୀ ଓ ମହାନ ମହାନ ରାଜାମାନେ ତାହାକୁ ଆପଣାମାନଙ୍କର ଦାସ୍ୟକର୍ମ କରାଇବେ। Faic an caibideilଓଡିଆ ବାଇବେଲ7 ଆଉ, ତାହାର ନିଜ ଦେଶର ସମୟ ଉପସ୍ଥିତ ହେବା ପର୍ଯ୍ୟନ୍ତ ସମୁଦାୟ ଗୋଷ୍ଠୀ ତାହାର ଓ ତାହାର ପୁତ୍ରର ଓ ପୌତ୍ରର ଦାସ୍ୟକର୍ମ କରିବେ; ତହିଁ ଉତ୍ତାରେ ଅନେକ ଗୋଷ୍ଠୀ ଓ ମହାନ ମହାନ ରାଜାମାନେ ତାହାକୁ ଆପଣାମାନଙ୍କର ଦାସ୍ୟକର୍ମ କରାଇବେ। Faic an caibideilପବିତ୍ର ବାଇବଲ7 ପୁଣି ସମୁଦାୟ ଗୋଷ୍ଠୀ ନବୂଖଦ୍ନିତ୍ସର, ତାହାର ପୁତ୍ର ଓ ପୌତ୍ରର ସେବା କରିବେ। ପୁଣି ଏକ ସମୟ ଆସିବ, ଅନେକ ଗୋଷ୍ଠୀ ଓ ମହାନ ମହାନ ରାଜାମାନେ ବାବିଲରେ ନିଜର ଦାସ୍ୟକର୍ମ କରିବେ। Faic an caibideil |