Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 28:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ତହିଁରେ ହନାନୀୟ ଭବିଷ୍ୟଦ୍‍ବକ୍ତା ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କ ସ୍କନ୍ଧରୁ ଯୁଆଳି କାଢ଼ିନେଇ ତାହା ଭାଙ୍ଗି ପକାଇଲା।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

10 ତହିଁରେ ହନାନୀୟ ଭବିଷ୍ୟଦ୍ବକ୍ତା ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ସ୍କନ୍ଧରୁ ଯୁଆଳି କାଢ଼ି ନେଇ ତାହା ଭାଙ୍ଗି ପକାଇଲା।

Faic an caibideil Dèan lethbhreac

ଓଡିଆ ବାଇବେଲ

10 ତହିଁରେ ହନାନୀୟ ଭବିଷ୍ୟଦ୍‍ବକ୍ତା ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କ ସ୍କନ୍ଧରୁ ଯୁଆଳି କାଢ଼ି ନେଇ ତାହା ଭାଙ୍ଗି ପକାଇଲା।

Faic an caibideil Dèan lethbhreac

ପବିତ୍ର ବାଇବଲ

10 ଯିରିମିୟଙ୍କ ସ୍କନ୍ଧରେ ବହନ କରିଥିବା ଯୁଆଳିକୁ ହନାନିୟ କାଢ଼ି ନେଇ ତାହା ଭାଙ୍ଗି ପକାଇଲା।

Faic an caibideil Dèan lethbhreac




ଯିରିମୀୟ 28:10
9 Iomraidhean Croise  

ଆଉ କନାନାର ପୁତ୍ର ସିଦିକୀୟ ଲୌହମୟ ଶୃଙ୍ଗମାନ ନିର୍ମାଣ କରି କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ଏତଦ୍ଦ୍ୱାରା ଆପଣ ଅରାମୀୟମାନଙ୍କୁ ସଂହାର କରିବା ପର୍ଯ୍ୟନ୍ତ ଭୁସି ପକାଇବେ।”


ଯଥା, ସଦାପ୍ରଭୁ ମୋତେ ଏହି କଥା କହନ୍ତି, “ତୁମ୍ଭେ କେତେକ ବନ୍ଧନୀ ଓ ଯୁଆଳି ପ୍ରସ୍ତୁତ କରି ଆପଣା ସ୍କନ୍ଧରେ ରଖ;


“ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଆମ୍ଭେ ବାବିଲ ରାଜାର ଯୁଆଳି ଭାଙ୍ଗିଅଛୁ।


ପୁଣି, ଯିହୋୟାକୀମ୍‍ର ପୁତ୍ର ଯିହୁଦାର ରାଜା ଯିହୋୟାଖୀନ୍‍କୁ, ଯିହୁଦାରୁ ବାବିଲକୁ ବନ୍ଦୀ ହୋଇ ଯାଇଥିବା ସମସ୍ତ ଲୋକ ସହିତ ଏହି ସ୍ଥାନକୁ ଫେରାଇ ଆଣିବା, ଏହା ସଦାପ୍ରଭୁ କହନ୍ତି; କାରଣ ଆମ୍ଭେ ବାବିଲ ରାଜାର ଯୁଆଳି ଭାଙ୍ଗି ପକାଇବା।”


ଆପଣମାନଙ୍କର ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ଆପଣମାନଙ୍କ ନିକଟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କହିଲେ, ବାବିଲର ରାଜା ଆପଣମାନଙ୍କ ବିରୁଦ୍ଧରେ ଓ ଏହି ଦେଶ ବିରୁଦ୍ଧରେ ଆସିବ ନାହିଁ, ସେମାନେ ଏବେ କାହାନ୍ତି?


ଆମ୍ଭେ ଯେତେବେଳେ ତଫନ୍‍ହେଷରେ ମିସରର ଯୁଆଳିସବୁ ଭାଙ୍ଗିବା ଓ ତାହାର ପରାକ୍ରମର ଦର୍ପ ତାହା ମଧ୍ୟରେ ଶେଷ ହେବ, ସେତେବେଳେ ସେଠାରେ ଦିବସ ଆପେ ଅପସରି ଯିବ; ଆଉ, ସେ ନିଜେ ମେଘାଚ୍ଛନ୍ନ ହେବ ଓ ତାହାର କନ୍ୟାଗଣ ବନ୍ଦୀତ୍ୱ ସ୍ଥାନକୁ ଯିବେ।


ସଦାପ୍ରଭୁ କହନ୍ତି, “ଆମ୍ଭ ବିରୁଦ୍ଧରେ ତୁମ୍ଭମାନଙ୍କର କଥାସବୁ କଠିନ ହୋଇଅଛି ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। ତଥାପି ତୁମ୍ଭେମାନେ କହୁଅଛ, ‘ଆମ୍ଭେମାନେ କାହିଁରେ ତୁମ୍ଭ ବିରୁଦ୍ଧରେ କଥା କହିଅଛୁ?’


Lean sinn:

Sanasan


Sanasan