Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 28:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 “ତୁମ୍ଭେ ଯାଇ ହନାନୀୟକୁ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ କାଷ୍ଠର ଯୁଆଳି ଭାଙ୍ଗିଅଛ ପ୍ରମାଣ; ମାତ୍ର ତହିଁ ବଦଳରେ ତୁମ୍ଭେ ଲୁହାର ଯୁଆଳି ପ୍ରସ୍ତୁତ କରିବ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

13 ତୁମ୍ଭେ ଯାଇ ହନାନୀୟକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ କାଷ୍ଠର ଯୁଆଳି ଭାଙ୍ଗିଅଛ ପ୍ରମାଣ; ମାତ୍ର ତହିଁ ବଦଳରେ ତୁମ୍ଭେ ଲୁହାର ଯୁଆଳି ପ୍ରସ୍ତୁତ କରିବ।

Faic an caibideil Dèan lethbhreac

ଓଡିଆ ବାଇବେଲ

13 ତୁମ୍ଭେ ଯାଇ ହନାନୀୟକୁ କୁହ, “ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେ କାଷ୍ଠର ଯୁଆଳି ଭାଙ୍ଗିଅଛ ପ୍ରମାଣ; ମାତ୍ର ତହିଁ ବଦଳରେ ତୁମ୍ଭେ ଲୁହାର ଯୁଆଳି ପ୍ରସ୍ତୁତ କରିବ।’

Faic an caibideil Dèan lethbhreac

ପବିତ୍ର ବାଇବଲ

13 ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେ ଯାଇ ହନାନିୟକୁ କୁହ, ‘ତୁମ୍ଭେ ସିନା କାଠର ଯୁଆଳି ଭାଙ୍ଗି ଦେଲ, ମାତ୍ର ଆମ୍ଭେ ତାହା ବଦଳରେ ଲୁହାର ଯୁଆଳି ପ୍ରସ୍ତୁତ କରିବା।’

Faic an caibideil Dèan lethbhreac




ଯିରିମୀୟ 28:13
10 Iomraidhean Croise  

ଏଥିପାଇଁ ମୋର ପିତା ଯେଉଁ ଭାରୀ ଯୁଆଳି ତୁମ୍ଭମାନଙ୍କ ଉପରେ ଥୋଇଅଛନ୍ତି, ମୁଁ ତାହା ଆହୁରି ଭାରୀ କରିବି; ମୋର ପିତା କୋରଡ଼ାରେ ତୁମ୍ଭମାନଙ୍କୁ ଶାସ୍ତି ଦେଲେ, ମାତ୍ର ମୁଁ ବିଚ୍ଛାରେ ତୁମ୍ଭମାନଙ୍କୁ ଶାସ୍ତି ଦେବି।’”


ଯେହେତୁ ସେ ପିତ୍ତଳ-ଦ୍ୱାର ଭାଙ୍ଗିଅଛନ୍ତି ଓ ଲୌହ-ଅର୍ଗଳ କାଟି ପକାଇଅଛନ୍ତି।


ସେମାନଙ୍କ ରାଜାଗଣକୁ ଶିକୁଳିରେ ଓ ସେମାନଙ୍କ ପ୍ରଧାନବର୍ଗକୁ ଲୌହବେଡ଼ିରେ ବାନ୍ଧିବା ପାଇଁ,


“ଆମ୍ଭେ ତୁମ୍ଭର ଆଗେ ଆଗେ ଗମନ କରିବା, ରଗଡ଼ା ସ୍ଥାନସବୁ ସମାନ କରିବା; ଆମ୍ଭେ ପିତ୍ତଳର କବାଟସବୁ ଭାଙ୍ଗି ଖଣ୍ଡ ଖଣ୍ଡ କରିବା ଓ ଲୌହ ଅର୍ଗଳସବୁ କାଟି ପକାଇବା;


କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, ମାତ୍ର ଆମ୍ଭେ ଯେପରି ତୁମ୍ଭମାନଙ୍କୁ ତଡ଼ି ଦେବୁ ଓ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାରକାରୀ ଭବିଷ୍ୟଦ୍‍ବକ୍ତାମାନେ ଯେପରି ବିନଷ୍ଟ ହେବେ, ଏଥିପାଇଁ ସେମାନେ ମିଥ୍ୟାରେ ଆମ୍ଭ ନାମରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି।”


ଯଥା, ସଦାପ୍ରଭୁ ମୋତେ ଏହି କଥା କହନ୍ତି, “ତୁମ୍ଭେ କେତେକ ବନ୍ଧନୀ ଓ ଯୁଆଳି ପ୍ରସ୍ତୁତ କରି ଆପଣା ସ୍କନ୍ଧରେ ରଖ;


ମୋର ଅଧର୍ମରୂପ ଯୁଆଳି ତାହାଙ୍କ ହସ୍ତ ଦ୍ୱାରା ବନ୍ଧାଯାଇଅଛି; ତାହା ଏକତ୍ର ଜଡ଼ିତ ହୋଇଅଛି, ତାହା ମୋʼ ସ୍କନ୍ଧ ଉପରକୁ ଆସିଅଛି; ସେ ମୋʼ ବଳ ଖର୍ବ କରିଅଛନ୍ତି; ଯେଉଁମାନଙ୍କ ବିରୁଦ୍ଧରେ ମୁଁ ଠିଆ ହୋଇ ନ ପାରେ, ସେମାନଙ୍କ ହସ୍ତରେ ପ୍ରଭୁ ମୋତେ ସମର୍ପଣ କରିଅଛନ୍ତି।


ତୁମ୍ଭର ଭବିଷ୍ୟଦ୍‍ବକ୍ତାମାନେ ତୁମ୍ଭ ନିମନ୍ତେ ଅସାରତା ଓ ମୂର୍ଖତାର ଦର୍ଶନ ପାଇଅଛନ୍ତି; ଆଉ, ତୁମ୍ଭର ବନ୍ଦୀତ୍ୱର ମୋଚନ ନିମନ୍ତେ ସେମାନେ ତୁମ୍ଭର ଅଧର୍ମ ପ୍ରକାଶ କରି ନାହାନ୍ତି, ମାତ୍ର ଅସାର ଦର୍ଶନ ଓ ତୁମ୍ଭ ନିର୍ବାସିତ ହେବାର କାରଣ ଦେଖି ପ୍ରଚାର କରିଅଛନ୍ତି।


ଆମ୍ଭେ ଯେତେବେଳେ ତଫନ୍‍ହେଷରେ ମିସରର ଯୁଆଳିସବୁ ଭାଙ୍ଗିବା ଓ ତାହାର ପରାକ୍ରମର ଦର୍ପ ତାହା ମଧ୍ୟରେ ଶେଷ ହେବ, ସେତେବେଳେ ସେଠାରେ ଦିବସ ଆପେ ଅପସରି ଯିବ; ଆଉ, ସେ ନିଜେ ମେଘାଚ୍ଛନ୍ନ ହେବ ଓ ତାହାର କନ୍ୟାଗଣ ବନ୍ଦୀତ୍ୱ ସ୍ଥାନକୁ ଯିବେ।


ଏହେତୁ ସଦାପ୍ରଭୁ ଯେଉଁ ଶତ୍ରୁମାନଙ୍କୁ ତୁମ୍ଭ ବିରୁଦ୍ଧରେ ପଠାଇବେ, ତୁମ୍ଭେ କ୍ଷୁଧାରେ, ତୃଷାରେ, ଉଲଙ୍ଗତାରେ ଓ ସର୍ବପ୍ରକାର ଅଭାବରେ ସେମାନଙ୍କର ଦାସ୍ୟକର୍ମ କରିବ; ଆଉ ଶତ୍ରୁ ତୁମ୍ଭକୁ ବିନଷ୍ଟ କରିବା ପର୍ଯ୍ୟନ୍ତ ତୁମ୍ଭ କାନ୍ଧରେ ଲୁହାର ଯୁଆଳି ଦେବ।


Lean sinn:

Sanasan


Sanasan