ଯିରିମୀୟ 28:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ତହିଁରେ ଯିରିମୀୟ ଭବିଷ୍ୟଦ୍ବକ୍ତା ହନାନୀୟ ଭବିଷ୍ୟଦ୍ବକ୍ତାଙ୍କୁ କହିଲେ, “ହେ ହନାନୀୟ, ଏବେ ଶୁଣ; ସଦାପ୍ରଭୁ ତୁମ୍ଭକୁ ପଠାଇ ନାହାନ୍ତି; ମାତ୍ର ତୁମ୍ଭେ ଏହି ଲୋକମାନଙ୍କୁ ମିଥ୍ୟା କଥାରେ ବିଶ୍ୱାସ କରାଉଅଛ। Faic an caibideilପବିତ୍ର ବାଇବଲ (Re-edited) - (BSI)15 ତହିଁରେ ଯିରିମୀୟ ଭବିଷ୍ୟଦ୍ବକ୍ତା ହନାନୀୟ ଭବିଷ୍ୟଦ୍ବକ୍ତାକୁ କହିଲେ, ହେ ହନାନୀୟ, ଏବେ ଶୁଣ; ସଦାପ୍ରଭୁ ତୁମ୍ଭକୁ ପଠାଇ ନାହାନ୍ତି; ମାତ୍ର ତୁମ୍ଭେ ଏହି ଲୋକମାନଙ୍କୁ ମିଥ୍ୟା କଥାରେ ବିଶ୍ଵାସ କରାଉଅଛ। Faic an caibideilଓଡିଆ ବାଇବେଲ15 ତହିଁରେ ଯିରିମୀୟ ଭବିଷ୍ୟଦ୍ବକ୍ତା ହନାନୀୟ ଭବିଷ୍ୟଦ୍ବକ୍ତାଙ୍କୁ କହିଲେ, “ହେ ହନାନୀୟ, ଏବେ ଶୁଣ; ସଦାପ୍ରଭୁ ତୁମ୍ଭକୁ ପଠାଇ ନାହାନ୍ତି; ମାତ୍ର ତୁମ୍ଭେ ଏହି ଲୋକମାନଙ୍କୁ ମିଥ୍ୟା କଥାରେ ବିଶ୍ୱାସ କରାଉଅଛ। Faic an caibideilପବିତ୍ର ବାଇବଲ15 ତହିଁରେ ଯିରିମିୟ ଭବିଷ୍ୟଦ୍ବକ୍ତା ହନାନିୟ ଭବିଷ୍ୟଦ୍ବକ୍ତାକୁ କହିଲେ, “ହେ ହନାନିୟ, ଏବେ ଶୁଣ! ସଦାପ୍ରଭୁ ତୁମ୍ଭକୁ ପଠାଇ ନାହାନ୍ତି। ମାତ୍ର ତୁମ୍ଭେ ଏହି ଲୋକମାନଙ୍କୁ ମିଥ୍ୟା କଥାରେ ବିଶ୍ୱାସ କରାଇ ଅଛ। Faic an caibideil |
ପୁଣି, ଯେଉଁ ଭବିଷ୍ୟଦ୍ବକ୍ତାମାନେ ଅସାର ଦର୍ଶନ ପାଆନ୍ତି ଓ ମିଥ୍ୟା ମନ୍ତ୍ର ପଢ଼ନ୍ତି, ଆମ୍ଭର ହସ୍ତ ସେମାନଙ୍କର ପ୍ରତିକୂଳ ହେବ; ସେମାନେ ଆମ୍ଭ ଲୋକମାନଙ୍କ ମନ୍ତ୍ରୀ ସଭାରେ ରହିବେ ନାହିଁ, କିଅବା ଇସ୍ରାଏଲ ବଂଶର ବଂଶାବଳୀ ମଧ୍ୟରେ ସେମାନେ ଲିଖିତ ହେବେ ନାହିଁ, ଅଥବା ଇସ୍ରାଏଲ ଦେଶରେ ପ୍ରବେଶ କରିବେ ନାହିଁ; ତହିଁରେ ଆମ୍ଭେ ଯେ ପ୍ରଭୁ, ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।