Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 28:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 “ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଆମ୍ଭେ ବାବିଲ ରାଜାର ଯୁଆଳି ଭାଙ୍ଗିଅଛୁ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

2 ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଆମ୍ଭେ ବାବିଲ ରାଜାର ଯୁଆଳି ଭାଙ୍ଗି ଅଛୁ।

Faic an caibideil Dèan lethbhreac

ଓଡିଆ ବାଇବେଲ

2 “ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଆମ୍ଭେ ବାବିଲ ରାଜାର ଯୁଆଳି ଭାଙ୍ଗି ଅଛୁ।

Faic an caibideil Dèan lethbhreac

ପବିତ୍ର ବାଇବଲ

2 “ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହିକଥା କହନ୍ତି, ‘ଆମ୍ଭେ ଯିହୁଦା ଉପରେ ଥିବା ବାବିଲ ରାଜାର ଯୁଆଳି ଭାଙ୍ଗିଅଛୁ।

Faic an caibideil Dèan lethbhreac




ଯିରିମୀୟ 28:2
5 Iomraidhean Croise  

ଆଉ, ହନାନୀୟ ଲୋକସମୂହର ସାକ୍ଷାତରେ କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଏହିରୂପେ ପୂର୍ଣ୍ଣ ଦୁଇ ବର୍ଷ ମଧ୍ୟରେ ବାବିଲର ରାଜା ନବୂଖଦ୍‍ନିତ୍ସରର ଯୁଆଳି, ସବୁ ଦେଶୀୟମାନଙ୍କ ସ୍କନ୍ଧରୁ କାଢ଼ି ଭାଙ୍ଗି ପକାଇବା।” ଏଥିରେ ଯିରିମୀୟ ଭବିଷ୍ୟଦ୍‍ବକ୍ତା ଆପଣା ବାଟରେ ଚାଲିଗଲେ।


ତୁମ୍ଭେମାନେ ଯେପରି ସେମାନଙ୍କର ଦାସ ନ ହେବ, ଏଥିପାଇଁ ଯେ ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ସେହି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆମ୍ଭେ ଅଟୁ; ଆମ୍ଭେ ତୁମ୍ଭମାନଙ୍କ ଯୁଆଳିର ଯୋତ ଭାଙ୍ଗିଅଛୁ ଓ ତୁମ୍ଭମାନଙ୍କୁ ସିଧା ଚାଲିବାକୁ ଦେଇଅଛୁ।


ସେହି ସ୍ଥାନର ପ୍ରଧାନବର୍ଗ ଲାଞ୍ଚ ନେଇ ବିଚାର କରନ୍ତି ଓ ତହିଁର ଯାଜକଗଣ ବେତନ ନେଇ ଶିକ୍ଷା ଦିଅନ୍ତି ଓ ତହିଁର ଭବିଷ୍ୟଦ୍‍ବକ୍ତାଗଣ ଅର୍ଥ ନେଇ ମନ୍ତ୍ର ପଢ଼ନ୍ତି; ତଥାପି ସେମାନେ ସଦାପ୍ରଭୁଙ୍କ ଉପରେ ନିର୍ଭର କରି କୁହନ୍ତି, “ସଦାପ୍ରଭୁ କି ଆମ୍ଭମାନଙ୍କ ମଧ୍ୟରେ ନାହାନ୍ତି? କୌଣସି ଅମଙ୍ଗଳ ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ।”


Lean sinn:

Sanasan


Sanasan