ଯିରିମୀୟ 29:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଏହେତୁ ଦାଉଦର ସିଂହାସନରେ ଉପବିଷ୍ଟ ରାଜା ବିଷୟରେ ଓ ଏହି ନଗରରେ ବାସକାରୀ ସମସ୍ତ ଲୋକଙ୍କର, ଅର୍ଥାତ୍, ତୁମ୍ଭର ଯେଉଁ ଭ୍ରାତୃଗଣ ତୁମ୍ଭମାନଙ୍କ ସଙ୍ଗେ ବନ୍ଦୀ ହୋଇଯାଇ ନାହାନ୍ତି, ସେମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; Faic an caibideilପବିତ୍ର ବାଇବଲ (Re-edited) - (BSI)16 ଏହେତୁ ଦାଉଦର ସିଂହାସନରେ ଉପବିଷ୍ଟ ରାଜା ବିଷୟରେ ଓ ଏହି ନଗରରେ ବାସକାରୀ ସମସ୍ତ ଲୋକଙ୍କର, ଅର୍ଥାତ୍, ତୁମ୍ଭର ଯେଉଁ ଭ୍ରାତୃଗଣ ତୁମ୍ଭମାନଙ୍କ ସଙ୍ଗେ ବନ୍ଦୀ ହୋଇ ଯାଇ ନାହାନ୍ତି, ସେମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; Faic an caibideilଓଡିଆ ବାଇବେଲ16 ଏହେତୁ ଦାଉଦର ସିଂହାସନରେ ଉପବିଷ୍ଟ ରାଜା ବିଷୟରେ ଓ ଏହି ନଗରରେ ବାସକାରୀ ସମସ୍ତ ଲୋକଙ୍କର, ଅର୍ଥାତ୍, ତୁମ୍ଭର ଯେଉଁ ଭ୍ରାତୃଗଣ ତୁମ୍ଭମାନଙ୍କ ସଙ୍ଗେ ବନ୍ଦୀ ହୋଇ ଯାଇ ନାହାନ୍ତି, ସେମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; Faic an caibideilପବିତ୍ର ବାଇବଲ16 ତୁମ୍ଭ ସହିତ ବାବିଲକୁ ବନ୍ଦୀ ହୋଇ ଆସି ନ ଥିବା ତୁମ୍ଭମାନଙ୍କ ଭ୍ରାତୃଗଣ ବିଷୟରେ ଓ ଦାଉଦର ସିଂହାସନରେ ଉପବିଷ୍ଟ ରାଜା ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି। Faic an caibideil |