ଯିରିମୀୟ 29:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 କାରଣ ସେମାନେ ଇସ୍ରାଏଲ ମଧ୍ୟରେ ମୂଢ଼ତାର କାର୍ଯ୍ୟ କରିଅଛନ୍ତି, ସେମାନେ ଆପଣା ଆପଣା ପ୍ରତିବାସୀର ଭାର୍ଯ୍ୟା ସଙ୍ଗେ ବ୍ୟଭିଚାର କରିଅଛନ୍ତି, ପୁଣି, ଆମ୍ଭେ ଯାହା ଆଜ୍ଞା କରି ନାହୁଁ, ଏପରି ମିଥ୍ୟା କଥା ଆମ୍ଭ ନାମରେ କହିଅଛନ୍ତି, ସଦାପ୍ରଭୁ କହନ୍ତି, ଆମ୍ଭେ ଜାଣୁ ଓ ଆମ୍ଭେ ସାକ୍ଷୀ ଅଛୁ।’” Faic an caibideilପବିତ୍ର ବାଇବଲ (Re-edited) - (BSI)23 କାରଣ ସେମାନେ ଇସ୍ରାଏଲ ମଧ୍ୟରେ ମୂଢ଼ତାର କାର୍ଯ୍ୟ କରିଅଛନ୍ତି, ସେମାନେ ଆପଣା ଆପଣା ପ୍ରତିବାସୀର ଭାର୍ଯ୍ୟା ସଙ୍ଗେ ବ୍ୟଭିଚାର କରିଅଛନ୍ତି, ପୁଣି, ଆମ୍ଭେ ଯାହା ଆଜ୍ଞା କରି ନାହୁଁ, ଏପରି ମିଥ୍ୟା କଥା ଆମ୍ଭ ନାମରେ କହିଅଛନ୍ତି; ସଦାପ୍ରଭୁ କହନ୍ତି, ଆମ୍ଭେ ଜାଣୁ ଓ ଆମ୍ଭେ ସାକ୍ଷୀ ଅଛୁ। Faic an caibideilଓଡିଆ ବାଇବେଲ23 କାରଣ ସେମାନେ ଇସ୍ରାଏଲ ମଧ୍ୟରେ ମୂଢ଼ତାର କାର୍ଯ୍ୟ କରିଅଛନ୍ତି, ସେମାନେ ଆପଣା ଆପଣା ପ୍ରତିବାସୀର ଭାର୍ଯ୍ୟା ସଙ୍ଗେ ବ୍ୟଭିଚାର କରିଅଛନ୍ତି, ପୁଣି, ଆମ୍ଭେ ଯାହା ଆଜ୍ଞା କରି ନାହୁଁ, ଏପରି ମିଥ୍ୟା କଥା ଆମ୍ଭ ନାମରେ କହିଅଛନ୍ତି,’” ସଦାପ୍ରଭୁ କହନ୍ତି, “ଆମ୍ଭେ ଜାଣୁ ଓ ଆମ୍ଭେ ସାକ୍ଷୀ ଅଛୁ।” Faic an caibideilପବିତ୍ର ବାଇବଲ23 ସେମାନେ ଇସ୍ରାଏଲରେ ଅତି ମନ୍ଦ ଆଚରଣ କରିଛନ୍ତି, ସେମାନେ ଆପଣା ଆପଣା ପ୍ରତିବାସୀ ସ୍ତ୍ରୀ ସହିତ ବ୍ୟଭିଗ୍ଭର କରିଅଛନ୍ତି। ଆମ୍ଭେ ଆଜ୍ଞା କରି ନାହୁଁ, କିନ୍ତୁ ସେମାନେ ଆମ୍ଭ ନାମରେ ମିଥ୍ୟା କଥା କହି ଅଛନ୍ତି। ସଦାପ୍ରଭୁ କହନ୍ତି, ଆମ୍ଭେ ଏହା ଜାଣୁ ଓ ଆମ୍ଭେ ଏଥିପାଇଁ ସାକ୍ଷୀ ଅଛୁ।” Faic an caibideil |
ସଦାପ୍ରଭୁ କହନ୍ତି, ଦେଖ, ଯେଉଁମାନେ ମିଥ୍ୟା ସ୍ୱପ୍ନର ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି ଓ ତାହା ଜଣାଇ, ଆପଣାମାନଙ୍କର ମିଥ୍ୟା କଥା ଓ ଅସାର ଦାମ୍ଭିକତା ଦ୍ୱାରା ଆମ୍ଭ ଲୋକମାନଙ୍କୁ ଭ୍ରାନ୍ତ କରାନ୍ତି, ଆମ୍ଭେ ସେମାନଙ୍କର ବିପକ୍ଷ ଅଟୁ; ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, କିଅବା ସେମାନଙ୍କୁ ଆଜ୍ଞା ଦେଇ ନାହୁଁ; ଅଥଚ ସେମାନେ ଏହି ଲୋକମାନଙ୍କର କିଛିମାତ୍ର ଉପକାର କରି ପାରିବେ ନାହିଁ।
“ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା ଆଉ, ତାନ୍ତ୍ରିକ ଓ ବ୍ୟଭିଚାରୀ ଓ ମିଥ୍ୟା ଶପଥକାରୀମାନଙ୍କ ବିରୁଦ୍ଧରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ, ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।