Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 29:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ତୁମ୍ଭେମାନେ ଗୃହ ନିର୍ମାଣ କରି ତହିଁରେ ବାସ କର; ଉଦ୍ୟାନ ପ୍ରସ୍ତୁତ କରି ତହିଁର ଫଳ ଭୋଗ କର;

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

5 ତୁମ୍ଭେମାନେ ଗୃହ ନିର୍ମାଣ କରି ତହିଁରେ ବାସ କର; ଉଦ୍ୟାନ ପ୍ରସ୍ତୁତ କରି ତହିଁର ଫଳ ଭୋଗ କର;

Faic an caibideil Dèan lethbhreac

ଓଡିଆ ବାଇବେଲ

5 ‘ତୁମ୍ଭେମାନେ ଗୃହ ନିର୍ମାଣ କରି ତହିଁରେ ବାସ କର; ଉଦ୍ୟାନ ପ୍ରସ୍ତୁତ କରି ତହିଁର ଫଳ ଭୋଗ କର;

Faic an caibideil Dèan lethbhreac

ପବିତ୍ର ବାଇବଲ

5 “ତୁମ୍ଭେମାନେ ଗୃହ ନିର୍ମାଣ କରି ତହିଁରେ ବାସ କର; ଉଦ୍ୟାନ ପ୍ରସ୍ତୁତ କରି ତାହାର ଫଳ ଉପଭୋଗ କର।

Faic an caibideil Dèan lethbhreac




ଯିରିମୀୟ 29:5
4 Iomraidhean Croise  

ଯେହେତୁ ସଦାପ୍ରଭୁ ଏହି କଥା କହନ୍ତି, ବାବିଲର ସତୁରି ବର୍ଷ ସମ୍ପୂର୍ଣ୍ଣ ହେଲା ଉତ୍ତାରେ ଆମ୍ଭେ ତୁମ୍ଭମାନଙ୍କର ତତ୍ତ୍ୱାନୁସନ୍ଧାନ କରିବା ଓ ତୁମ୍ଭମାନଙ୍କୁ ଏହି ସ୍ଥାନକୁ ଫେରାଇ ଆଣି ତୁମ୍ଭମାନଙ୍କ ପକ୍ଷରେ ଆମ୍ଭର ମଙ୍ଗଳ ବାକ୍ୟ ସିଦ୍ଧ କରିବା।


ସେ କାରଣରୁ ସେ ବାବିଲରେ ଆମ୍ଭମାନଙ୍କ ନିକଟକୁ ପଠାଇ କହିଅଛି, ନିର୍ବାସିତ କାଳ ଦୀର୍ଘ, ତୁମ୍ଭେମାନେ ଗୃହ ନିର୍ମାଣ କରି ତହିଁରେ ବାସ କର ଓ ଉଦ୍ୟାନ ପ୍ରସ୍ତୁତ କରି ଫଳ ଭୋଗ କର।’”


ତୁମ୍ଭେମାନେ ଭାର୍ଯ୍ୟା ଗ୍ରହଣ କରି ପୁତ୍ରକନ୍ୟା ଜାତ କର, ଆଉ ତୁମ୍ଭମାନଙ୍କର ପୁତ୍ରଗଣକୁ ଭାର୍ଯ୍ୟା ଗ୍ରହଣ କରାଅ ଓ ତୁମ୍ଭମାନଙ୍କର କନ୍ୟାଗଣଙ୍କୁ ସ୍ୱାମୀ ଗ୍ରହଣ କରାଅ, ସେମାନେ ପୁତ୍ରକନ୍ୟା ଜାତ କରନ୍ତୁ; ଆଉ, ତୁମ୍ଭେମାନେ ସେଠାରେ ବର୍ଦ୍ଧିତ ହୋଇ ଊଣା ହୁଅ ନାହିଁ।


ପୁଣି, ସେମାନେ ତହିଁ ମଧ୍ୟରେ ନିରାପଦରେ ବାସ କରିବେ; ହଁ, ଆମ୍ଭେ ସେମାନଙ୍କର ଅବଜ୍ଞାକାରୀ ଚତୁର୍ଦ୍ଦିଗସ୍ଥିତ ସକଳ ଲୋକଙ୍କ ଉପରେ ଦଣ୍ଡାଜ୍ଞା ସଫଳ କଲା ଉତ୍ତାରେ ସେମାନେ ଗୃହ ନିର୍ମାଣ କରିବେ ଓ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରିବେ, ଆଉ ନିରାପଦରେ ବାସ କରିବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଅଟୁ, ଏହା ସେମାନେ ଜାଣିବେ।”


Lean sinn:

Sanasan


Sanasan