ଯିରିମୀୟ 29:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ପୁଣି, ଆମ୍ଭେ ଯେଉଁ ନଗରରେ ତୁମ୍ଭମାନଙ୍କୁ ନିର୍ବାସିତ କରାଇଅଛୁ, ତହିଁର ଶାନ୍ତି ଚେଷ୍ଟା କର ଓ ତହିଁ ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର, କାରଣ ତହିଁର ଶାନ୍ତିରେ ତୁମ୍ଭମାନଙ୍କର ଶାନ୍ତି ହେବ। Faic an caibideilପବିତ୍ର ବାଇବଲ (Re-edited) - (BSI)7 ପୁଣି, ଆମ୍ଭେ ଯେଉଁ ନଗରରେ ତୁମ୍ଭମାନଙ୍କୁ ନିର୍ବାସିତ କରାଇଅଛୁ, ତହିଁର ଶାନ୍ତି ଚେଷ୍ଟା କର ଓ ତହିଁ ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର, କାରଣ ତହିଁର ଶାନ୍ତିରେ ତୁମ୍ଭମାନଙ୍କର ଶାନ୍ତି ହେବ। Faic an caibideilଓଡିଆ ବାଇବେଲ7 ପୁଣି, ଆମ୍ଭେ ଯେଉଁ ନଗରରେ ତୁମ୍ଭମାନଙ୍କୁ ନିର୍ବାସିତ କରାଇଅଛୁ, ତହିଁର ଶାନ୍ତି ଚେଷ୍ଟା କର ଓ ତହିଁ ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର, କାରଣ ତହିଁର ଶାନ୍ତିରେ ତୁମ୍ଭମାନଙ୍କର ଶାନ୍ତି ହେବ।’” Faic an caibideilପବିତ୍ର ବାଇବଲ7 ଆମ୍ଭେ ଯେଉଁ ନଗରକୁ ତୁମ୍ଭମାନଙ୍କୁ ନିର୍ବାସିତ କରିଅଛୁ ତାହାର ମଙ୍ଗଳ କର ଓ ସେହି ନଗର ନିମନ୍ତେ ସଦାପ୍ରଭୁଙ୍କୁ ପ୍ରାର୍ଥନା କର। କାରଣ ସେଠାରେ ଶାନ୍ତି ଆସିଲେ ତୁମ୍ଭମାନଙ୍କର ଶାନ୍ତି ଆସିବ।” Faic an caibideil |
ତହିଁରେ ବେଲ୍ଟଶତ୍ସର ନାମକ ଦାନିୟେଲ କ୍ଷଣକାଳ ଚମତ୍କୃତ ହୋଇ ରହିଲେ ଓ ତାଙ୍କର ଭାବନା ତାଙ୍କୁ ବ୍ୟାକୁଳିତ କଲା। ରାଜା ଉତ୍ତର କରି କହିଲା, “ହେ ବେଲ୍ଟଶତ୍ସର, ସେହି ସ୍ୱପ୍ନ ଅବା ତହିଁର ଅର୍ଥ ତୁମ୍ଭଙ୍କୁ ବ୍ୟାକୁଳିତ ନ କରୁ।” ବେଲ୍ଟଶତ୍ସର ଉତ୍ତର କରି କହିଲେ, “ହେ ମୋର ପ୍ରଭୁ, ଯେଉଁମାନେ ଆପଣଙ୍କୁ ଘୃଣା କରନ୍ତି, ସେମାନଙ୍କ ପାଇଁ ଏହି ସ୍ୱପ୍ନ ହେଉ ଓ ଆପଣଙ୍କ ବିପକ୍ଷମାନଙ୍କ ପ୍ରତି ତହିଁର ଅର୍ଥ ଘଟୁ।