ଯିରିମୀୟ 29:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 କାରଣ ସେମାନେ ଆମ୍ଭ ନାମରେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି; ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ପ୍ରେରଣ କରି ନାହୁଁ। Faic an caibideilପବିତ୍ର ବାଇବଲ (Re-edited) - (BSI)9 କାରଣ ସେମାନେ ଆମ୍ଭ ନାମରେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି; ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ପ୍ରେରଣ କରି ନାହୁଁ। Faic an caibideilଓଡିଆ ବାଇବେଲ9 କାରଣ ସେମାନେ ଆମ୍ଭ ନାମରେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି;” ସଦାପ୍ରଭୁ କହନ୍ତି, “ଆମ୍ଭେ ସେମାନଙ୍କୁ ପ୍ରେରଣ କରି ନାହୁଁ।” Faic an caibideilପବିତ୍ର ବାଇବଲ9 ପୁଣି ସେମାନେ ଆମ୍ଭ ନାମରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କରନ୍ତି। କିନ୍ତୁ ଆମ୍ଭେ ସେମାନଙ୍କୁ ପ୍ରେରଣ କରି ନାହୁଁ।” ସଦାପ୍ରଭୁ କହନ୍ତି। Faic an caibideil |