ଯିରିମୀୟ 3:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ମାତ୍ର ଆମ୍ଭେ କହିଲୁ, ଆମ୍ଭ ସନ୍ତାନଗଣ ମଧ୍ୟରେ କିପରି ତୁମ୍ଭକୁ ସ୍ଥାନ ଦେବା ଓ ମନୋରମ ଏକ ଦେଶ, ନାନା ଦେଶୀୟମାନଙ୍କର ପରମ ରତ୍ନ ସ୍ୱରୂପ ଏକ ଅଧିକାର ତୁମ୍ଭକୁ ଦାନ କରିବା? ପୁଣି, ଆମ୍ଭେ କହିଲୁ, ତୁମ୍ଭେମାନେ ଆମ୍ଭକୁ ହେ ମୋର ପିତଃ ବୋଲି ଡାକିବ ଓ ଆମ୍ଭ ପଶ୍ଚାଦ୍ଗମନରୁ ବିମୁଖ ହେବ ନାହିଁ। Faic an caibideilପବିତ୍ର ବାଇବଲ (Re-edited) - (BSI)19 ମାତ୍ର ଆମ୍ଭେ କହିଲୁ, ଆମ୍ଭ ସନ୍ତାନଗଣ ମଧ୍ୟରେ କିପରି ତୁମ୍ଭକୁ ସ୍ଥାନ ଦେବା ଓ ମନୋରମ ଏକ ଦେଶ, ନାନା ଦେଶୀୟମାନଙ୍କର ପରମ ରନି ସ୍ଵରୂପ ଏକ ଅଧିକାର ତୁମ୍ଭକୁ ଦାନ କରିବା? ପୁଣି, ଆମ୍ଭେ କହିଲୁ, ତୁମ୍ଭେମାନେ ଆମ୍ଭକୁ ହେ ମୋର ପିତଃ ବୋଲି ଡାକିବ ଓ ଆମ୍ଭ ପଶ୍ଚାଦ୍ଗମନରୁ ବିମୁଖ ନୋହିବ। Faic an caibideilଓଡିଆ ବାଇବେଲ19 ମାତ୍ର ଆମ୍ଭେ କହିଲୁ, “ଆମ୍ଭ ସନ୍ତାନଗଣ ମଧ୍ୟରେ କିପରି ତୁମ୍ଭକୁ ସ୍ଥାନ ଦେବା ଓ ମନୋରମ ଏକ ଦେଶ, ନାନା ଦେଶୀୟମାନଙ୍କର ପରମ ରତ୍ନ ସ୍ୱରୂପ ଏକ ଅଧିକାର ତୁମ୍ଭକୁ ଦାନ କରିବା ?” ପୁଣି, ଆମ୍ଭେ କହିଲୁ, “ତୁମ୍ଭେମାନେ ଆମ୍ଭକୁ ହେ ମୋର ପିତଃ ବୋଲି ଡାକିବ ଓ ଆମ୍ଭ ପଶ୍ଚାଦ୍ଗମନରୁ ବିମୁଖ ହେବ ନାହିଁ।” Faic an caibideilପବିତ୍ର ବାଇବଲ19 ଆମ୍ଭେ ସଦାପ୍ରଭୁ କହୁଅଛୁ, “ଆମ୍ଭେ ତୁମ୍ଭମାନଙ୍କୁ ନିଜ ସନ୍ତାନ ପରି ବ୍ୟବହାର କରିବା, ନାନା ଦେଶୀୟମାନଙ୍କର ପରମ ରତ୍ନସ୍ୱରୂପ ଏକ ମନୋରମ ଦେଶ ତୁମ୍ଭମାନଙ୍କୁ ଦାନ କରିବା। ପୁଣି ଆମ୍ଭେ କହିଲୁ, ତୁମ୍ଭେମାନେ ଆମ୍ଭକୁ ‘ପିତା’ ବୋଲି ଡାକିବ ଓ ଆମ୍ଭକୁ ସର୍ବଦା ଅନୁସରଣ କରିବ। Faic an caibideil |