ଯିରିମୀୟ 3:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀମାନରେ ଏକ ସ୍ୱର, ଇସ୍ରାଏଲ-ସନ୍ତାନଗଣର ରୋଦନ ଓ କାକୂକ୍ତି ଶୁଣାଯାଏ; କାରଣ ସେମାନେ କୁଟିଳ ପଥଗାମୀ ଓ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପାସୋରି ପକାଇଅଛନ୍ତି। Faic an caibideilପବିତ୍ର ବାଇବଲ (Re-edited) - (BSI)21 ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀମାନରେ ଏକ ସ୍ଵର, ଇସ୍ରାଏଲ ସନ୍ତାନଗଣର ରୋଦନ ଓ କାକୁକ୍ତି ଶୁଣାଯାଏ; କାରଣ ସେମାନେ କୁଟିଳ ପଥଗାମୀ ଓ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କୁ ପାସୋରି ପକାଇ ଅଛନ୍ତି। Faic an caibideilଓଡିଆ ବାଇବେଲ21 ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀମାନରେ ଏକ ସ୍ୱର, ଇସ୍ରାଏଲ ସନ୍ତାନଗଣର ରୋଦନ ଓ କାକୂକ୍ତି ଶୁଣାଯାଏ; କାରଣ ସେମାନେ କୁଟିଳ ପଥଗାମୀ ଓ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପାସୋରି ପକାଇ ଅଛନ୍ତି। Faic an caibideilପବିତ୍ର ବାଇବଲ21 ବୃକ୍ଷଶୂନ୍ୟ ପାହାଡ଼ ଉପରେ ଇସ୍ରାଏଲ ଲୋକମାନଙ୍କର ରୋଦନ ତୁମ୍ଭେମାନେ ଶୁଣିବ। ସେମାନେ ଜୋର୍ରେ ଚିତ୍କାର କରୁଛନ୍ତି, ଏବଂ କରୁଣା ପାଇଁ ପ୍ରାର୍ଥନା କରୁଛନ୍ତି। କାରଣ ସେମାନେ କୁଟିଳ ପଥଗାମୀ ହୋଇଛନ୍ତି ଓ ସେମାନଙ୍କର ସଦାପ୍ରଭୁ ପରମେଶ୍ୱରଙ୍କୁ ପାଶୋରି ଦେଇଛନ୍ତି। Faic an caibideil |