ଯିରିମୀୟ 3:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ମାତ୍ର ଲଜ୍ଜାସ୍ପଦ ବସ୍ତୁ ଆମ୍ଭମାନଙ୍କର ବାଲ୍ୟକାଳରୁ ଆମ୍ଭମାନଙ୍କ ପୂର୍ବପୁରୁଷଗଣର ଶ୍ରମଫଳ, ସେମାନଙ୍କ ଗୋମେଷାଦି ପଲ ସେମାନଙ୍କର ପୁତ୍ର ଓ କନ୍ୟାଗଣଙ୍କୁ ଗ୍ରାସ କରିଅଛି। Faic an caibideilପବିତ୍ର ବାଇବଲ (Re-edited) - (BSI)24 ମାତ୍ର ଲଜ୍ଜାସ୍ପଦ ବସ୍ତୁ ଆମ୍ଭମାନଙ୍କର ବାଲ୍ୟରୁ ଆମ୍ଭମାନଙ୍କ ପିତୃପୁରୁଷଗଣର ଶ୍ରମ-ଫଳ, ସେମାନଙ୍କ ଗୋମେଷାଦି ପଲ ସେମାନଙ୍କର ପୁତ୍ର ଓ କନ୍ୟାଗଣକୁ ଗ୍ରାସ କରିଅଛି। Faic an caibideilଓଡିଆ ବାଇବେଲ24 ମାତ୍ର ଲଜ୍ଜାସ୍ପଦ ବସ୍ତୁ ଆମ୍ଭମାନଙ୍କର ବାଲ୍ୟ କାଳରୁ ଆମ୍ଭମାନଙ୍କ ପୂର୍ବପୁରୁଷଗଣର ଶ୍ରମଫଳ, ସେମାନଙ୍କ ଗୋମେଷାଦି ପଲ ସେମାନଙ୍କର ପୁତ୍ର ଓ କନ୍ୟାଗଣଙ୍କୁ ଗ୍ରାସ କରିଅଛି। Faic an caibideilପବିତ୍ର ବାଇବଲ24 ମାତ୍ର ସେ ଲଜ୍ଜାସ୍ପଦ ବାଲ୍ଦେବତା ଆମ୍ଭମାନଙ୍କର ବାଲ୍ୟକାଳରୁ ଆମ୍ଭମାନଙ୍କ ପିତୃପୁରୁଷଗଣର ଶ୍ରମଫଳ, ସେମାନଙ୍କ ଗୋମେଷାଦି ପଲ, ସେମାନଙ୍କର ପୁତ୍ର ଓ କନ୍ୟାଗଣକୁ ଭକ୍ଷ୍ୟଣ କରିଅଛି। Faic an caibideil |
ଏନିମନ୍ତେ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଏବେ ଏହି କଥା କହନ୍ତି, ତୁମ୍ଭେମାନେ କାହିଁକି ଆପଣା ଆପଣା ପ୍ରାଣ ବିରୁଦ୍ଧରେ ଏହି ମହାପାପ କରୁଅଛ? ଏହା ଦ୍ୱାରା ତୁମ୍ଭେମାନେ ଆପଣା ଆପଣା ସମ୍ପର୍କୀୟ ପୁରୁଷ, ସ୍ତ୍ରୀ, ବାଳକ ଓ ସ୍ତନ୍ୟପାୟୀ ଶିଶୁମାନଙ୍କୁ ଯିହୁଦାର ମଧ୍ୟରୁ ଉଚ୍ଛିନ୍ନ କରିବ, ଆପଣାମାନଙ୍କର କାହାକୁ ହିଁ ଅବଶିଷ୍ଟ ରଖିବ ନାହିଁ;
ସଦାପ୍ରଭୁ କହନ୍ତି, ଆମ୍ଭେ ଦ୍ରାକ୍ଷାଫଳର ନ୍ୟାୟ ଇସ୍ରାଏଲକୁ ପ୍ରାନ୍ତରରେ ପାଇଲୁ; ଆମ୍ଭେ ଡିମ୍ବିରି ବୃକ୍ଷର ପ୍ରଥମକାଳୀନ ଆଦ୍ୟପକ୍ୱ ଡିମ୍ବିରି ଫଳ ସଦୃଶ୍ୟ ତୁମ୍ଭର ପୂର୍ବପୁରୁଷଗଣଙ୍କୁ ଦେଖିଲୁ; ମାତ୍ର ସେମାନେ ବାଲ୍-ପିୟୋରର ନିକଟକୁ ଆସି ସେହି ଲଜ୍ଜାସ୍ପଦର ଉଦ୍ଦେଶ୍ୟରେ ଆପଣାମାନଙ୍କୁ ପ୍ରତିଷ୍ଠା କଲେ ଓ ଯାହାକୁ ସେମାନେ ପ୍ରେମ କଲେ, ତାହାରି ତୁଲ୍ୟ ଘୃଣାଯୋଗ୍ୟ ହେଲେ।