ଯିରିମୀୟ 3:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ଆମ୍ଭେମାନେ ନିଜ ଲଜ୍ଜାରେ ଶୟନ କରୁ ଓ ଆମ୍ଭମାନଙ୍କର ଅପମାନ ଆମ୍ଭମାନଙ୍କୁ ଆଚ୍ଛାଦନ କରୁ; କାରଣ ଆମ୍ଭେମାନେ ଓ ଆମ୍ଭମାନଙ୍କ ପିତୃପୁରୁଷମାନେ ବାଲ୍ୟକାଳରୁ ଆଜି ପର୍ଯ୍ୟନ୍ତ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ବିରୁଦ୍ଧରେ ପାପ କରିଅଛୁ ଓ ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ରବରେ ଅବଧାନ କରି ନାହୁଁ।” Faic an caibideilପବିତ୍ର ବାଇବଲ (Re-edited) - (BSI)25 ଆମ୍ଭେମାନେ ନିଜ ଲଜ୍ଜାରେ ଶୟନ କରୁ ଓ ଆମ୍ଭମାନଙ୍କର ଅପମାନ ଆମ୍ଭମାନଙ୍କୁ ଆଚ୍ଛାଦନ କରୁ; କାରଣ ଆମ୍ଭେମାନେ ଓ ଆମ୍ଭମାନଙ୍କ ପିତୃପୁରୁଷମାନେ ବାଲ୍ୟରୁ ଆଜି ପର୍ଯ୍ୟନ୍ତ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ବିରୁଦ୍ଧରେ ପାପ କରିଅଛୁ ଓ ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ରବରେ ଅବଧାନ କରି ନାହୁଁ। Faic an caibideilଓଡିଆ ବାଇବେଲ25 ଆମ୍ଭେମାନେ ନିଜ ଲଜ୍ଜାରେ ଶୟନ କରୁ ଓ ଆମ୍ଭମାନଙ୍କର ଅପମାନ ଆମ୍ଭମାନଙ୍କୁ ଆଚ୍ଛାଦନ କରୁ; କାରଣ ଆମ୍ଭେମାନେ ଓ ଆମ୍ଭମାନଙ୍କ ପିତୃପୁରୁଷମାନେ ବାଲ୍ୟ କାଳରୁ ଆଜି ପର୍ଯ୍ୟନ୍ତ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ବିରୁଦ୍ଧରେ ପାପ କରିଅଛୁ ଓ ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ରବରେ ଅବଧାନ କରି ନାହୁଁ। Faic an caibideilପବିତ୍ର ବାଇବଲ25 ଆମ୍ଭେମାନେ ନିଜ ଲଜ୍ଜାରେ ଅବନତ ହେଉ। ଆମ୍ଭମାନଙ୍କର ଅପମାନ ଆମ୍ଭମାନଙ୍କୁ ଆଚ୍ଛାଦନ କରୁ। କାରଣ ଆମ୍ଭେମାନେ ଓ ଆମ୍ଭମାନଙ୍କର ପୂର୍ବପୁରୁଷଗଣ ବାଲ୍ୟକାଳରୁ ଅଦ୍ୟାବଧି ଆମ୍ଭମାନଙ୍କର ପରମେଶ୍ୱର ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛୁ। ଆଉ ଆମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛୁ। ଆଉ ଆମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କ ବାକ୍ୟକୁ ଅବମାନନା କରିଅଛୁ।’” Faic an caibideil |
ସଦାପ୍ରଭୁ କହନ୍ତି, ଆମ୍ଭେ ଦ୍ରାକ୍ଷାଫଳର ନ୍ୟାୟ ଇସ୍ରାଏଲକୁ ପ୍ରାନ୍ତରରେ ପାଇଲୁ; ଆମ୍ଭେ ଡିମ୍ବିରି ବୃକ୍ଷର ପ୍ରଥମକାଳୀନ ଆଦ୍ୟପକ୍ୱ ଡିମ୍ବିରି ଫଳ ସଦୃଶ୍ୟ ତୁମ୍ଭର ପୂର୍ବପୁରୁଷଗଣଙ୍କୁ ଦେଖିଲୁ; ମାତ୍ର ସେମାନେ ବାଲ୍-ପିୟୋରର ନିକଟକୁ ଆସି ସେହି ଲଜ୍ଜାସ୍ପଦର ଉଦ୍ଦେଶ୍ୟରେ ଆପଣାମାନଙ୍କୁ ପ୍ରତିଷ୍ଠା କଲେ ଓ ଯାହାକୁ ସେମାନେ ପ୍ରେମ କଲେ, ତାହାରି ତୁଲ୍ୟ ଘୃଣାଯୋଗ୍ୟ ହେଲେ।