ଯିରିମୀୟ 30:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା ପାଇଁ ତୁମ୍ଭ ସଙ୍ଗରେ ଅଛୁ; ହଁ, ଯେଉଁ ଗୋଷ୍ଠୀମାନଙ୍କ ମଧ୍ୟରେ ଆମ୍ଭେ ତୁମ୍ଭକୁ ଛିନ୍ନଭିନ୍ନ କରିଅଛୁ, ସେହି ସମସ୍ତଙ୍କୁ ନିଃଶେଷ ରୂପେ ସଂହାର କରିବା, ମାତ୍ର ତୁମ୍ଭକୁ ଆମ୍ଭେ ନିଃଶେଷ ରୂପେ ସଂହାର କରିବା ନାହିଁ; ତଥାପି ଆମ୍ଭେ ବିବେଚନାପୂର୍ବକ ତୁମ୍ଭକୁ ଶାସ୍ତି ଦେବା ଓ କୌଣସିମତେ ତୁମ୍ଭକୁ ଦଣ୍ଡ ନ ଦେଇ ଛାଡ଼ିବା ନାହିଁ। Faic an caibideilପବିତ୍ର ବାଇବଲ (Re-edited) - (BSI)11 କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା ପାଇଁ ତୁମ୍ଭ ସଙ୍ଗରେ ଅଛୁ; ହଁ, ଯେଉଁ ଗୋଷ୍ଠୀମାନଙ୍କ ମଧ୍ୟରେ ଆମ୍ଭେ ତୁମ୍ଭକୁ ଛିନ୍ନଭିନ୍ନ କରିଅଛୁ, ସେସମସ୍ତଙ୍କୁ ନିଃଶେଷ ରୂପେ ସଂହାର କରିବା, ମାତ୍ର ତୁମ୍ଭକୁ ଆମ୍ଭେ ନିଃଶେଷ ରୂପେ ସଂହାର କରିବା ନାହିଁ ; ତଥାପି ଆମ୍ଭେ ବିବେଚନାପୂର୍ବକ ତୁମ୍ଭକୁ ଶାସ୍ତି ଦେବା ଓ କୌଣସିମତେ ତୁମ୍ଭକୁ ଦଣ୍ତ ନ ଦେଇ ଛାଡ଼ିବା ନାହିଁ। Faic an caibideilଓଡିଆ ବାଇବେଲ11 କାରଣ ସଦାପ୍ରଭୁ କହନ୍ତି, ‘ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା ପାଇଁ ତୁମ୍ଭ ସଙ୍ଗରେ ଅଛୁ; ହଁ, ଯେଉଁ ଗୋଷ୍ଠୀମାନଙ୍କ ମଧ୍ୟରେ ଆମ୍ଭେ ତୁମ୍ଭକୁ ଛିନ୍ନଭିନ୍ନ କରିଅଛୁ, ସେହି ସମସ୍ତଙ୍କୁ ନିଃଶେଷ ରୂପେ ସଂହାର କରିବା, ମାତ୍ର ତୁମ୍ଭକୁ ଆମ୍ଭେ ନିଃଶେଷ ରୂପେ ସଂହାର କରିବା ନାହିଁ; ତଥାପି ଆମ୍ଭେ ବିବେଚନାପୂର୍ବକ ତୁମ୍ଭକୁ ଶାସ୍ତି ଦେବା ଓ କୌଣସିମତେ ତୁମ୍ଭକୁ ଦଣ୍ଡ ନ ଦେଇ ଛାଡ଼ିବା ନାହିଁ।’ Faic an caibideilପବିତ୍ର ବାଇବଲ11 ପୁଣି ସଦାପ୍ରଭୁ କହନ୍ତି, “ହେ ଇସ୍ରାଏଲ ଓ ଯିହୁଦାର ଲୋକମାନେ, ଆମ୍ଭେ ତୁମ୍ଭମାନଙ୍କୁ ଉଦ୍ଧାର କରିବାକୁ ତୁମ୍ଭମାନଙ୍କ ସହିତ ରହିଅଛୁ। ଯେଉଁ ଗୋଷ୍ଠୀମାନଙ୍କ ମଧ୍ୟରେ ଆମ୍ଭେ ତୁମ୍ଭମାନଙ୍କୁ ଛିନ୍ନଭିନ୍ନ କରିଅଛୁ। ସେହି ସମସ୍ତଙ୍କୁ ସମ୍ପୂର୍ଣ୍ଣ ରୂପେ ସଂହାର କରିବା। ମାତ୍ର ତୁମ୍ଭମାନଙ୍କୁ ଆମ୍ଭେ ସମ୍ପୂର୍ଣ୍ଣ ରୂପେ ସଂହାର କରିବା ନାହିଁ। ତଥାପି ଆମ୍ଭେ ବିବେଚନା ପୂର୍ବକ ତୁମ୍ଭମାନଙ୍କୁ ଶାସ୍ତି ଦେବା। ତୁମ୍ଭମାନଙ୍କୁ ଉତ୍ତମ ରୂପେ ଶୃଙ୍ଖଳିତ ଓ ଅନୁଶାସିତ କରିବା।” Faic an caibideil |