ଯିରିମୀୟ 30:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭକୁ ପୁନର୍ବାର ଆରୋଗ୍ୟ ପ୍ରଦାନ କରିବା ଓ ଆମ୍ଭେ ତୁମ୍ଭର ଘାʼ ସବୁ ସୁସ୍ଥ କରିବା; କାରଣ ସେମାନେ ତୁମ୍ଭକୁ ଦୂରୀକୃତା ବୋଲି ଡାକି କହନ୍ତି, ଏ ସିୟୋନ, ଏହାକୁ କେହି ଚାହେଁ ନାହିଁ। Faic an caibideilପବିତ୍ର ବାଇବଲ (Re-edited) - (BSI)17 କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭକୁ ପୁନର୍ବାର ଆରୋଗ୍ୟ ପ୍ରଦାନ କରିବା ଓ ଆମ୍ଭେ ତୁମ୍ଭର ଘାʼ ସବୁ ସୁସ୍ଥ କରିବା; କାରଣ ସେମାନେ ତୁମ୍ଭକୁ ଦୂରୀକୃତା ବୋଲି ଡାକି କହନ୍ତି, ଏ ସିୟୋନ, ଏହାକୁ କେହି ଚାହେଁ ନାହିଁ। Faic an caibideilଓଡିଆ ବାଇବେଲ17 କାରଣ ସଦାପ୍ରଭୁ କହନ୍ତି, ‘ଆମ୍ଭେ ତୁମ୍ଭକୁ ପୁନର୍ବାର ଆରୋଗ୍ୟ ପ୍ରଦାନ କରିବା ଓ ଆମ୍ଭେ ତୁମ୍ଭର ଘା’ ସବୁ ସୁସ୍ଥ କରିବା; କାରଣ ସେମାନେ ତୁମ୍ଭକୁ ଦୂରୀକୃତା ବୋଲି ଡାକି କହନ୍ତି, ଏ ସିୟୋନ, ଏହାକୁ କେହି ଚାହେଁ ନାହିଁ।’ Faic an caibideilପବିତ୍ର ବାଇବଲ17 କାରଣ ସଦାପ୍ରଭୁ କହନ୍ତି, “ଆମ୍ଭେ ତୁମ୍ଭକୁ ପୁନର୍ବାର ଆରୋଗ୍ୟ ପ୍ରଦାନ କରିବା ଓ ଆମ୍ଭେ ତୁମ୍ଭର ଘା’ସବୁ ସୁସ୍ଥ କରିବା। କାରଣ ସେମାନେ ତୁମ୍ଭକୁ ବାସନ୍ଦ ବା ଦୂରୀକୃତା ବୋଲି କହନ୍ତି। ‘ଆଉ ସିୟୋନକୁ କେହି ଗ୍ଭହାନ୍ତି ନାହିଁ।’” Faic an caibideil |