ଯିରିମୀୟ 30:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ପୁଣି, ତୁମ୍ଭେମାନେ ଆମ୍ଭର ଲୋକ ହେବ, ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା।” Faic an caibideilପବିତ୍ର ବାଇବଲ (Re-edited) - (BSI)22 ପୁଣି, ତୁମ୍ଭେମାନେ ଆମ୍ଭର ଲୋକ ହେବ, ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ଵର ହେବା। Faic an caibideilଓଡିଆ ବାଇବେଲ22 ପୁଣି, ତୁମ୍ଭେମାନେ ଆମ୍ଭର ଲୋକ ହେବ, ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା।’ Faic an caibideilପବିତ୍ର ବାଇବଲ22 ପୁଣି ତୁମ୍ଭେମାନେ ଆମ୍ଭର ଲୋକ ହେବ ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା।” Faic an caibideil |
ଆଉ, ସେହି ତୃତୀୟାଂଶକୁ ଆମ୍ଭେ ଅଗ୍ନି ମଧ୍ୟଦେଇ ଆଣିବା ଓ ରୂପା ଯେପରି ପରିଷ୍କୃତ ହୁଏ, ତଦ୍ରୂପ ସେମାନଙ୍କୁ ପରିଷ୍କାର କରିବା, ଆଉ ସୁନା ଯେପରି ପରୀକ୍ଷିତ ହୁଏ, ସେପରି ସେମାନଙ୍କୁ ପରୀକ୍ଷା କରିବା। ସେମାନେ ଆମ୍ଭ ନାମରେ ପ୍ରାର୍ଥନା କରିବେ ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା। ଆମ୍ଭେ କହିବା, ‘ଏମାନେ ଆମ୍ଭର ଲୋକ’ ଆଉ, ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।’”