ଯିରିମୀୟ 30:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଆମ୍ଭେ ସେହି ଦିନ ତୁମ୍ଭ ସ୍କନ୍ଧରୁ ତାହାର ଯୁଆଳି ଭାଙ୍ଗି ପକାଇବା ଓ ତୁମ୍ଭର ବନ୍ଧନସବୁ ଛିଣ୍ଡାଇ ଦେବା; ପୁଣି, ବିଦେଶୀମାନେ ଆଉ ଆପଣାମାନଙ୍କର ଦାସ୍ୟକର୍ମ ତାହାକୁ କରାଇବେ ନାହିଁ। Faic an caibideilପବିତ୍ର ବାଇବଲ (Re-edited) - (BSI)8 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଆମ୍ଭେ ସେହି ଦିନ ତୁମ୍ଭ ସ୍କନ୍ଧରୁ ତାହାର ଯୁଆଳି ଭାଙ୍ଗି ପକାଇବା ଓ ତୁମ୍ଭର ବନ୍ଧନସବୁ ଛିଣ୍ତାଇ ଦେବା; ପୁଣି, ବିଦେଶୀମାନେ ଆଉ ଆପଣାମାନଙ୍କର ଦାସ୍ୟକର୍ମ ତାହାକୁ କରାଇବେ ନାହିଁ; Faic an caibideilଓଡିଆ ବାଇବେଲ8 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ‘ଆମ୍ଭେ ସେହି ଦିନ ତୁମ୍ଭ ସ୍କନ୍ଧରୁ ତାହାର ଯୁଆଳି ଭାଙ୍ଗି ପକାଇବା ଓ ତୁମ୍ଭର ବନ୍ଧନସବୁ ଛିଣ୍ଡାଇ ଦେବା; ପୁଣି, ବିଦେଶୀମାନେ ଆଉ ଆପଣାମାନଙ୍କର ଦାସ୍ୟକର୍ମ ତାହାକୁ କରାଇବେ ନାହିଁ। Faic an caibideilପବିତ୍ର ବାଇବଲ8 “ସେହି ସମୟରେ” ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଆମ୍ଭେ ଯିହୁଦା ଓ ଇସ୍ରାଏଲର ଲୋକମାନଙ୍କ ସ୍କନ୍ଦରୁ ଯୁଆଳି ସବୁ ଭାଙ୍ଗି ପକାଇବା ଓ ସେମାନଙ୍କର ବନ୍ଧନସବୁ ଛିଣ୍ଡାଇ ପକାଇବା। ପୁଣି ବିଦେଶୀମାନେ ସେମାନଙ୍କୁ ଦାସ୍ୟକର୍ମ କରାଇବେ ନାହିଁ। Faic an caibideil |