ଯିରିମୀୟ 31:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ପୁଣି, ସେମାନେ ଆସି ସିୟୋନର ଶୃଙ୍ଗରେ ଗାନ କରିବେ ଓ ସ୍ରୋତ ତୁଲ୍ୟ ସଦାପ୍ରଭୁଙ୍କ ଉତ୍ତମତାର ନିକଟକୁ, ଶସ୍ୟ ଓ ଦ୍ରାକ୍ଷାରସ, ତୈଳ ଓ ପଲର ମେଷବତ୍ସ ଓ ଗୋପଲର ଗୋବତ୍ସ ନିକଟକୁ ବହି ଆସିବେ ଓ ସେମାନଙ୍କର ପ୍ରାଣ ସୁସିକ୍ତ ଉଦ୍ୟାନ ତୁଲ୍ୟ ହେବ; ପୁଣି, ସେମାନେ ଆଉ କିଛି ଶୋକ କରିବେ ନାହିଁ। Faic an caibideilପବିତ୍ର ବାଇବଲ (Re-edited) - (BSI)12 ପୁଣି, ସେମାନେ ଆସି ସିୟୋନର ଶୃଙ୍ଗରେ ଗାନ କରିବେ ଓ ସ୍ରୋତ ତୁଲ୍ୟ ସଦାପ୍ରଭୁଙ୍କ ଉତ୍ତମତାର ନିକଟକୁ, ଶସ୍ୟ ଓ ଦ୍ରାକ୍ଷାରସ, ତୈଳ ଓ ପଲର ମେଷବତ୍ସ ଓ ଗୋପଲର ଗୋବତ୍ସ ନିକଟକୁ ବହି ଆସିବେ ଓ ସେମାନଙ୍କର ପ୍ରାଣ ସୁସିକ୍ତ ଉଦ୍ୟାନ ତୁଲ୍ୟ ହେବ; ପୁଣି, ସେମାନେ ଆଉ କିଛି ଶୋକ କରିବେ ନାହିଁ। Faic an caibideilଓଡିଆ ବାଇବେଲ12 ପୁଣି, ସେମାନେ ଆସି ସିୟୋନର ଶୃଙ୍ଗରେ ଗାନ କରିବେ ଓ ସ୍ରୋତ ତୁଲ୍ୟ ସଦାପ୍ରଭୁଙ୍କ ଉତ୍ତମତାର ନିକଟକୁ, ଶସ୍ୟ ଓ ଦ୍ରାକ୍ଷାରସ, ତୈଳ ଓ ପଲର ମେଷବତ୍ସ ଓ ଗୋପଲର ଗୋବତ୍ସ ନିକଟକୁ ବହି ଆସିବେ ଓ ସେମାନଙ୍କର ପ୍ରାଣ ସୁସିକ୍ତ ଉଦ୍ୟାନ ତୁଲ୍ୟ ହେବ; ପୁଣି, ସେମାନେ ଆଉ କିଛି ଶୋକ କରିବେ ନାହିଁ। Faic an caibideilପବିତ୍ର ବାଇବଲ12 ପୁଣି ସେମାନେ ଆସି ସିୟୋନର ପର୍ବତରେ ଗାନ କରିବେ ଓ ସ୍ରୋତତୁଲ୍ୟ ସଦାପ୍ରଭୁଙ୍କ ପ୍ରାସାଦକୁ, ଶସ୍ୟ, ଦ୍ରାକ୍ଷାରସ, ତେଲ, ପଲର ମେଷଛୁଆ ଓ ଗୋପଲର ଗୋବତ୍ସ ବହି ଆସିବ ଓ ସେମାନଙ୍କର ଜୀବନ ସୁସିକ୍ତ ଉଦ୍ୟାନ ତୁଲ୍ୟ ହେବ। ସେମାନେ ଆଉ ଦୁଃଖୀ ହେବେ ନାହିଁ। Faic an caibideil |
କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭର ପବିତ୍ର ପର୍ବତରେ, ଇସ୍ରାଏଲର ଉଚ୍ଚତମ ପର୍ବତରେ, ସମୁଦାୟ ଇସ୍ରାଏଲ ବଂଶ, ସେମାନଙ୍କର ସମସ୍ତେ ହିଁ ସେଠାରେ ଦେଶ ମଧ୍ୟରେ ଆମ୍ଭର ସେବା କରିବେ; ସେହି ସ୍ଥାନରେ ଆମ୍ଭେ ସେମାନଙ୍କୁ ଗ୍ରାହ୍ୟ କରିବା ଓ ସେହି ସ୍ଥାନରେ ଆମ୍ଭେ ତୁମ୍ଭମାନଙ୍କର ଯାବତୀୟ ପବିତ୍ର ବସ୍ତୁ ସହିତ ତୁମ୍ଭମାନଙ୍କ ଉପହାର ଓ ପ୍ରଥମଜାତ ଫଳର ନୈବେଦ୍ୟ ଚାହିଁବା।