ଯିରିମୀୟ 31:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଦେଖ, ଆମ୍ଭେ ସେମାନଙ୍କୁ ଉତ୍ତର ଦେଶରୁ ଆଣିବା, ପୁଣି ପୃଥିବୀର ପ୍ରାନ୍ତଭାଗରୁ ସେମାନଙ୍କୁ ଓ ସେମାନଙ୍କ ସହିତ ଅନ୍ଧ ଓ ଛୋଟା, ଗର୍ଭବତୀ ଓ ପ୍ରସବ ବେଦନାଗ୍ରସ୍ତା ସ୍ତ୍ରୀକୁ ଏକତ୍ର ସଂଗ୍ରହ କରିବା; ସେମାନେ ମହାଲୋକାରଣ୍ୟ ହୋଇ ଏହି ସ୍ଥାନକୁ ଆସିବେ। Faic an caibideilପବିତ୍ର ବାଇବଲ (Re-edited) - (BSI)8 ଦେଖ, ଆମ୍ଭେ ସେମାନଙ୍କୁ ଉତ୍ତର ଦେଶରୁ ଆଣିବା, ପୁଣି ପୃଥିବୀର ପ୍ରାନ୍ତଭାଗରୁ ସେମାନଙ୍କୁ ଓ ସେମାନଙ୍କ ସହିତ ଅନ୍ଧ ଓ ଛୋଟା, ଗର୍ଭବତୀ ଓ ପ୍ରସବବେଦନାଗ୍ରସ୍ତା ସ୍ତ୍ରୀକି ଏକତ୍ର ସଂଗ୍ରହ କରିବା; ସେମାନେ ମହାଲୋକାରଣ୍ୟ ହୋଇ ଏସ୍ଥାନକୁ ଆସିବେ। Faic an caibideilଓଡିଆ ବାଇବେଲ8 ଦେଖ, ଆମ୍ଭେ ସେମାନଙ୍କୁ ଉତ୍ତର ଦେଶରୁ ଆଣିବା, ପୁଣି ପୃଥିବୀର ପ୍ରାନ୍ତଭାଗରୁ ସେମାନଙ୍କୁ ଓ ସେମାନଙ୍କ ସହିତ ଅନ୍ଧ ଓ ଛୋଟା, ଗର୍ଭବତୀ ଓ ପ୍ରସବବେଦନାଗ୍ରସ୍ତା ସ୍ତ୍ରୀକୁ ଏକତ୍ର ସଂଗ୍ରହ କରିବା; ସେମାନେ ମହାଲୋକାରଣ୍ୟ ହୋଇ ଏହି ସ୍ଥାନକୁ ଆସିବେ। Faic an caibideilପବିତ୍ର ବାଇବଲ8 ଆଉ ଦେଖ, ଆମ୍ଭେ ସେମାନଙ୍କୁ ଉତ୍ତର ଦେଶରୁ ଆଣିବା। ପୁଣି ପୃଥିବୀର ପ୍ରାନ୍ତ ଭାଗରୁ ସେମାନଙ୍କୁ ଓ ସେମାନଙ୍କ ସହିତ ଅନ୍ଧ, ଛୋଟା, ଗର୍ଭବତୀ ଓ ପ୍ରସବ ବେଦନାଗ୍ରସ୍ତା ସ୍ତ୍ରୀଙ୍କୁ ଏକତ୍ର ସଂଗ୍ରହ କରିବା। ସେମାନେ ବହୁ ସଂଖ୍ୟାରେ ଜନଗହଳି ହୋଇ ଏ ସ୍ଥାନକୁ ଆସିବେ। Faic an caibideil |
ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କୁ ଆମ୍ଭର ଉଦ୍ଦେଶ୍ୟ ପାଇବାକୁ ଦେବା, ପୁଣି, ଆମ୍ଭେ ତୁମ୍ଭମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା ଓ ଯେଉଁ ସକଳ ଜାତିମାନଙ୍କ ମଧ୍ୟକୁ, ଯେସକଳ ସ୍ଥାନକୁ ଆମ୍ଭେ ତୁମ୍ଭମାନଙ୍କୁ ତଡ଼ି ଦେଇଅଛୁ, ସେହି ସବୁ ସ୍ଥାନରୁ ଆମ୍ଭେ ତୁମ୍ଭମାନଙ୍କୁ ସଂଗ୍ରହ କରିବା, ଏହା ସଦାପ୍ରଭୁ କହନ୍ତି; ଆଉ, ଆମ୍ଭେ ଯେଉଁ ସ୍ଥାନରୁ ତୁମ୍ଭମାନଙ୍କୁ ନିର୍ବାସିତ କରାଇଅଛୁ, ସେହି ସ୍ଥାନକୁ ପୁନର୍ବାର ଆଣିବା।