ଯିରିମୀୟ 31:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ସେମାନେ କ୍ରନ୍ଦନ କରୁ କରୁ ଆମ୍ଭ ଦ୍ୱାରା ଆନୀତ ହେବେ, ଆମ୍ଭେ ସେମାନଙ୍କୁ ସଜଳ ନଦୀମାନର ନିକଟ ଦେଇ ସଳଖ ପଥରେ ଗମନ କରାଇବା, ସେ ପଥରେ ସେମାନେ ଝୁଣ୍ଟିବେ ନାହିଁ; କାରଣ ଆମ୍ଭେ ଇସ୍ରାଏଲର ପିତା ଓ ଇଫ୍ରୟିମ ଆମ୍ଭର ପ୍ରଥମଜାତ ସନ୍ତାନ। Faic an caibideilପବିତ୍ର ବାଇବଲ (Re-edited) - (BSI)9 ସେମାନେ କ୍ରନ୍ଦନ କରୁ କରୁ ଆମ୍ଭ ଦ୍ଵାରା ଆନୀତ ହେବେ, ଆମ୍ଭେ ସେମାନଙ୍କୁ ସଜଳ ନଦୀମାନର ନିକଟ ଦେଇ ସଳଖ ପଥରେ ଗମନ କରାଇବା, ସେ ପଥରେ ସେମାନେ ଝୁଣ୍ଟିବେ ନାହିଁ; କାରଣ ଆମ୍ଭେ ଇସ୍ରାଏଲର ପିତା ଓ ଇଫ୍ରୟିମ ଆମ୍ଭର ପ୍ରଥମଜାତ ସନ୍ତାନ। Faic an caibideilଓଡିଆ ବାଇବେଲ9 ସେମାନେ କ୍ରନ୍ଦନ କରୁ କରୁ ଆମ୍ଭ ଦ୍ୱାରା ଆନୀତ ହେବେ, ଆମ୍ଭେ ସେମାନଙ୍କୁ ସଜଳ ନଦୀମାନର ନିକଟ ଦେଇ ସଳଖ ପଥରେ ଗମନ କରାଇବା, ସେ ପଥରେ ସେମାନେ ଝୁଣ୍ଟିବେ ନାହିଁ; କାରଣ ଆମ୍ଭେ ଇସ୍ରାଏଲର ପିତା ଓ ଇଫ୍ରୟିମ ଆମ୍ଭର ପ୍ରଥମଜାତ ସନ୍ତାନ।” Faic an caibideilପବିତ୍ର ବାଇବଲ9 ସେମାନେ କ୍ରନ୍ଦନ କରି ଆସୁଥିଲା ବେଳେ ଆମ୍ଭେ ସେମାନଙ୍କୁ ଆଗେଇ ନେବା। ଆମ୍ଭେ ସେମାନଙ୍କୁ ଜଳପୂର୍ଣ୍ଣ ନଦୀଗୁଡ଼ିକ ନିକଟ ଦେଇ ସଳଖ ପଥରେ ଗମନ କରାଇବା। ସେ ପଥରେ ସେମାନେ ଝୁଣ୍ଟିବେ ନାହିଁ। କାରଣ ଆମ୍ଭେ ଇସ୍ରାଏଲର ପିତା ଓ ଇଫ୍ରୟିମ ଆମ୍ଭର ପ୍ରଥମଜାତ ସନ୍ତାନ। Faic an caibideil |
ପୁଣି, ଆମ୍ଭେ ଦାଉଦ ବଂଶ ଉପରେ ଓ ଯିରୂଶାଲମ ନିବାସୀମାନଙ୍କ ଉପରେ ଅନୁଗ୍ରହ ଓ ବିନତିଜନକ ଆତ୍ମା ବୃଷ୍ଟି କରିବା; ତହିଁରେ ସେମାନେ ଆମ୍ଭ ପ୍ରତି, ଅର୍ଥାତ୍, ଯାହାଙ୍କୁ ସେମାନେ ବିଦ୍ଧ କରିଅଛନ୍ତି, ତାହାଙ୍କ ପ୍ରତି ଦୃଷ୍ଟିପାତ କରିବେ; ଆଉ, କେହି ଯେପରି ଆପଣାର ଏକମାତ୍ର ପୁତ୍ର ଲାଗି ଶୋକ କରେ, ସେପରି ସେମାନେ ତାହାଙ୍କ ପାଇଁ ଶୋକ କରିବେ ଓ କେହି ଯେପରି ଆପଣା ପ୍ରଥମଜାତର ନିମନ୍ତେ ବ୍ୟାକୁଳିତ ହୁଏ, ସେପରି ସେମାନେ ତାହାଙ୍କ ପାଇଁ ବ୍ୟାକୁଳିତ ହେବେ।