ଯିରିମୀୟ 32:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଆପଣା ମହାପରାକ୍ରମ ଓ ବିସ୍ତୀର୍ଣ୍ଣ ବାହୁ ଦ୍ୱାରା ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କରିଅଛ; ତୁମ୍ଭର ଅସାଧ୍ୟ କିଛି ହିଁ ନାହିଁ; Faic an caibideilପବିତ୍ର ବାଇବଲ (Re-edited) - (BSI)17 ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଆପଣା ମହାପରାକ୍ରମ ଓ ବିସ୍ତୀର୍ଣ୍ଣ ବାହୁ ଦ୍ଵାରା ଆକାଶମଣ୍ତଳ ଓ ପୃଥିବୀ ନିର୍ମାଣ କରିଅଛ; ତୁମ୍ଭର ଅସାଧ୍ୟ କିଛି ହିଁ ନାହିଁ; Faic an caibideilଓଡିଆ ବାଇବେଲ17 “ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଆପଣା ମହାପରାକ୍ରମ ଓ ବିସ୍ତୀର୍ଣ୍ଣ ବାହୁ ଦ୍ୱାରା ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କରିଅଛ; ତୁମ୍ଭର ଅସାଧ୍ୟ କିଛି ହିଁ ନାହିଁ; Faic an caibideilପବିତ୍ର ବାଇବଲ17 “ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଆପଣା ମହାପରାକ୍ରମ ଓ ବିଶାଳ ବାହୁ ଦ୍ୱାରା ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କରିଅଛ। ତୁମ୍ଭର ଅସାଧ୍ୟ କିଛି ନାହିଁ। Faic an caibideil |
“ଯଥା, ବିନୟ କରୁଅଛୁ, ତୁମ୍ଭେ ଆମ୍ଭମାନଙ୍କ ପକ୍ଷରୁ ସଦାପ୍ରଭୁଙ୍କୁ ପଚାର; କାରଣ ବାବିଲର ରାଜା ନବୂଖଦ୍ନିତ୍ସର ଆମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କରୁଅଛି; କେଜାଣି ସଦାପ୍ରଭୁ ଆପଣାର ସକଳ ଆଶ୍ଚର୍ଯ୍ୟ କ୍ରିୟାନୁସାରେ ଆମ୍ଭମାନଙ୍କ ପ୍ରତି ବ୍ୟବହାର କରିବେ, ତାହାହେଲେ ସେ ଆମ୍ଭମାନଙ୍କ ନିକଟରୁ ଉଠି ପ୍ରସ୍ଥାନ କରିବ,” ସେସମୟରେ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଉପସ୍ଥିତ ହେଲା।