ଯିରିମୀୟ 32:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ପୁଣି, ସେମାନେ ଆସି ତାହା ଅଧିକାର କଲେ; ମାତ୍ର ସେମାନେ ତୁମ୍ଭ ରବରେ ମନୋଯୋଗ କଲେ ନାହିଁ; କିଅବା ତୁମ୍ଭ ବ୍ୟବସ୍ଥା ପଥରେ ଚାଲିଲେ ନାହିଁ; ତୁମ୍ଭେ ସେମାନଙ୍କୁ ଯାହା ଯାହା ପାଳନ କରିବାକୁ ଆଜ୍ଞା ଦେଲ, ସେସବୁ ମଧ୍ୟରୁ ସେମାନେ କିଛି ହିଁ ପାଳନ କରି ନାହାନ୍ତି; ଏହେତୁ ତୁମ୍ଭେ ଏହିସବୁ ଅମଙ୍ଗଳ ସେମାନଙ୍କ ଉପରେ ଘଟାଇଅଛ। Faic an caibideilପବିତ୍ର ବାଇବଲ (Re-edited) - (BSI)23 ପୁଣି, ସେମାନେ ଆସି ତାହା ଅଧିକାର କଲେ; ମାତ୍ର ସେମାନେ ତୁମ୍ଭ ରବରେ ମନୋଯୋଗ କଲେ ନାହିଁ; କିଅବା ତୁମ୍ଭ ବ୍ୟବସ୍ଥା ପଥରେ ଚାଲିଲେ ନାହିଁ; ତୁମ୍ଭେ ସେମାନଙ୍କୁ ଯାହା ଯାହା ପାଳନ କରିବାକୁ ଆଜ୍ଞା ଦେଲ, ସେସବୁ ମଧ୍ୟରୁ ସେମାନେ କିଛି ହିଁ ପାଳନ କରି ନାହାନ୍ତି; ଏହେତୁ ତୁମ୍ଭେ ଏହିସବୁ ଅମଙ୍ଗଳ ସେମାନଙ୍କ ଉପରେ ଘଟାଇଅଛ। Faic an caibideilଓଡିଆ ବାଇବେଲ23 ପୁଣି, ସେମାନେ ଆସି ତାହା ଅଧିକାର କଲେ; ମାତ୍ର ସେମାନେ ତୁମ୍ଭ ରବରେ ମନୋଯୋଗ କଲେ ନାହିଁ; କିଅବା ତୁମ୍ଭ ବ୍ୟବସ୍ଥା ପଥରେ ଚାଲିଲେ ନାହିଁ; ତୁମ୍ଭେ ସେମାନଙ୍କୁ ଯାହା ଯାହା ପାଳନ କରିବାକୁ ଆଜ୍ଞା ଦେଲ, ସେସବୁ ମଧ୍ୟରୁ ସେମାନେ କିଛି ହିଁ ପାଳନ କରି ନାହାନ୍ତି; ଏହେତୁ ତୁମ୍ଭେ ଏହିସବୁ ଅମଙ୍ଗଳ ସେମାନଙ୍କ ଉପରେ ଘଟାଇଅଛ। Faic an caibideilପବିତ୍ର ବାଇବଲ23 ପୁଣି ଇସ୍ରାଏଲ ଲୋକମାନେ ଆସି ତାହା ଅଧିକାର କଲେ, ମାତ୍ର ସେମାନେ ତୁମ୍ଭ କଥା ପ୍ରତି ଧ୍ୟାନ ଦେଲେ ନାହିଁ। ଆଉ ତୁମ୍ଭ ବ୍ୟବସ୍ଥା ପଥରେ ଗ୍ଭଲିଲେ ନାହିଁ। ତୁମ୍ଭେ ସେମାନଙ୍କୁ ଯାହାସବୁ ପାଳନ କରିବାକୁ ଆଜ୍ଞା ଦେଲ, ସେସବୁ ମଧ୍ୟରୁ ସେମାନେ କିଛି ପାଳନ କଲେ ନାହିଁ। ତେଣୁ ତୁମ୍ଭେ ସେମାନଙ୍କ ଉପରେ ଏହିସବୁ ଅମଙ୍ଗଳ ଘଟାଇଲ। Faic an caibideil |
ମାତ୍ର ସେହି ସନ୍ତାନଗଣ ଆମ୍ଭର ବିଦ୍ରୋହାଚରଣ କଲେ; ସେମାନେ ଆମ୍ଭର ବିଧିରୂପ ପଥରେ ଚାଲିଲେ ନାହିଁ ଓ ଆମ୍ଭର ଶାସନସକଳ ରକ୍ଷା କରି ପାଳନ କଲେ ନାହିଁ, ମନୁଷ୍ୟ ତାହା ପାଳନ କଲେ, ତହିଁରେ ସେ ବଞ୍ଚିବ; ସେମାନେ ଆମ୍ଭର ବିଶ୍ରାମ ଦିନସକଳ ଅପବିତ୍ର କଲେ; ତହିଁରେ ଆମ୍ଭେ ପ୍ରାନ୍ତରରେ ସେମାନଙ୍କ ବିରୁଦ୍ଧରେ ଆପଣା କ୍ରୋଧ ସାଧିବା ପାଇଁ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ।
ମାତ୍ର ସେମାନେ ଆମ୍ଭର ବିଦ୍ରୋହାଚାରୀ ହେଲେ ଓ ଆମ୍ଭର କଥା ଶୁଣିବାକୁ ଅସମ୍ମତ ହେଲେ; ସେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଦୃଷ୍ଟିର ସମ୍ମୁଖରୁ ଘୃଣାଯୋଗ୍ୟ ବସ୍ତୁସକଳ ଦୂର କଲେ ନାହିଁ, କିଅବା ମିସରୀୟ ପ୍ରତିମାଗଣକୁ ଛାଡ଼ିଲେ ନାହିଁ; ତହିଁରେ ଆମ୍ଭେ ମିସର ଦେଶ ମଧ୍ୟରେ ସେମାନଙ୍କ ପ୍ରତିକୂଳରେ ଆପଣା କ୍ରୋଧ ସାଧିବା ପାଇଁ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ।
ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ନିୟମ ଆଜ୍ଞା କରିଅଛନ୍ତି, ତାହା ଯେବେ ତୁମ୍ଭେମାନେ ଲଙ୍ଘନ କରିବ ଓ ଯାଇ ଅନ୍ୟ ଦେବତାମାନଙ୍କର ସେବା କରିବ, ପୁଣି ସେମାନଙ୍କୁ ପ୍ରଣାମ କରିବ, ତେବେ ତୁମ୍ଭମାନଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେବ ଓ ସେ ଯେଉଁ ଉତ୍ତମ ଦେଶ ତୁମ୍ଭମାନଙ୍କୁ ଦେଇଅଛନ୍ତି, ତହିଁରୁ ତୁମ୍ଭେମାନେ ଶୀଘ୍ର ବିନଷ୍ଟ ହେବ।”