Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 32:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 “ଦେଖ, ଆମ୍ଭେ ସଦାପ୍ରଭୁ, ସମଗ୍ର ମର୍ତ୍ତ୍ୟର ପରମେଶ୍ୱର; ଆମ୍ଭର ଅସାଧ୍ୟ କି କିଛି ଅଛି?

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

27 ଦେଖ, ଆମ୍ଭେ ସଦାପ୍ରଭୁ, ସମଗ୍ର ମର୍ତ୍ତ୍ୟର ପରମେଶ୍ଵର; ଆମ୍ଭର ଅସାଧ୍ୟ କି କିଛି ଅଛି?

Faic an caibideil Dèan lethbhreac

ଓଡିଆ ବାଇବେଲ

27 “ଦେଖ, ଆମ୍ଭେ ସଦାପ୍ରଭୁ, ସମଗ୍ର ମର୍ତ୍ତ୍ୟର ପରମେଶ୍ୱର; ଆମ୍ଭର ଅସାଧ୍ୟ କି କିଛି ଅଛି ?”

Faic an caibideil Dèan lethbhreac

ପବିତ୍ର ବାଇବଲ

27 “ହେ ଯିରିମିୟ, ଦେଖ, ଆମ୍ଭେ ସଦାପ୍ରଭୁ, ସମଗ୍ର ମର୍ତ୍ତ୍ୟରେ ପରମେଶ୍ୱର, ଆମ୍ଭର ଅସାଧ୍ୟ ହୋଇ କିଛି ନାହିଁ।”

Faic an caibideil Dèan lethbhreac




ଯିରିମୀୟ 32:27
15 Iomraidhean Croise  

ସଦାପ୍ରଭୁଙ୍କ ନିମନ୍ତେ କୌଣସି କର୍ମ କଠିନ ଅଟେ କି? ଏହି ଋତୁ ପୁନର୍ବାର ଉପସ୍ଥିତ ହେଲେ, ନିରୂପିତ ସମୟରେ ଆମ୍ଭେ ଫେରି ଆସିବା, ସେହି ସମୟରେ ସାରାର (କୋଳରେ) ପୁତ୍ର ଥିବ।”


ଆହୁରି ସଦାପ୍ରଭୁଙ୍କ ଦୃଷ୍ଟିରେ ଏହା କେବଳ କ୍ଷୁଦ୍ର ବିଷୟ; ସେ ମୋୟାବୀୟମାନଙ୍କୁ ମଧ୍ୟ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିବେ।


ଆହେ, ପ୍ରାର୍ଥନା ଶ୍ରବଣକାରୀ ଯେ ତୁମ୍ଭେ, ତୁମ୍ଭ ନିକଟକୁ ସକଳ ପ୍ରାଣୀ ଆସିବେ।


ମାତ୍ର ଏବେ ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କର ପିତା ଅଟ; ଆମ୍ଭେମାନେ ମୃତ୍ତିକା, ତୁମ୍ଭେ ଆମ୍ଭମାନଙ୍କର କୁମ୍ଭକାର; ପୁଣି, ଆମ୍ଭେ ସମସ୍ତେ ତୁମ୍ଭର ହସ୍ତକୃତ କର୍ମ।


ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଆପଣା ମହାପରାକ୍ରମ ଓ ବିସ୍ତୀର୍ଣ୍ଣ ବାହୁ ଦ୍ୱାରା ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କରିଅଛ; ତୁମ୍ଭର ଅସାଧ୍ୟ କିଛି ହିଁ ନାହିଁ;


ତାହା ପରେ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା।


ତୁମ୍ଭେ ଆମ୍ଭ ନିକଟରେ ପ୍ରାର୍ଥନା କର, ତହିଁରେ ଆମ୍ଭେ ତୁମ୍ଭକୁ ଉତ୍ତର ଦେବା, ପୁଣି ତୁମ୍ଭର ଅଜ୍ଞାତ ମହତ ଓ ଦୁଷ୍କର ବିଷୟମାନ ତୁମ୍ଭକୁ ଦେଖାଇବା।


ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଏହି ଅବଶିଷ୍ଟାଂଶ ଲୋକମାନଙ୍କର ଦୃଷ୍ଟିରେ ସେହି ସମୟରେ ତାହା ଅସମ୍ଭବ ହେଲେ, ହେଁ ଆମ୍ଭ ଦୃଷ୍ଟିରେ କି ତାହା ଅସମ୍ଭବ ହେବ? ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି।


ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ସଦାପ୍ରଭୁଙ୍କର ହସ୍ତ କି ସଙ୍କୁଚିତ ହୋଇଅଛି? ତୁମ୍ଭ ପ୍ରତି ଆମ୍ଭର ବାକ୍ୟ ସଫଳ ହେବ କି ନାହିଁ, ତୁମ୍ଭେ ଏବେ ତାହା ଦେଖିବ।”


ତହିଁରେ ସେମାନେ ମୁହଁ ମାଡ଼ି ପଡ଼ି କହିଲେ, “ହେ ପରମେଶ୍ୱର, ହେ ସମସ୍ତ ଶରୀରସ୍ଥ ଆତ୍ମାର ପରମେଶ୍ୱର, ଏକ ଜଣ ପାପ କଲେ କି ତୁମ୍ଭେ ସମସ୍ତ ମଣ୍ଡଳୀ ଉପରେ କୋପାନ୍ୱିତ ହେବ?”


“ସଦାପ୍ରଭୁ ସର୍ବଶରୀରସ୍ଥ ଆତ୍ମାଗଣର ପରମେଶ୍ୱର ମଣ୍ଡଳୀ ଉପରେ ଏକ ଜଣ ନିଯୁକ୍ତ କରନ୍ତୁ,


ଯୀଶୁ ସେମାନଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, “ଏହା ମନୁଷ୍ୟର ଅସାଧ୍ୟ, କିନ୍ତୁ ଈଶ୍ବରଙ୍କର ସମସ୍ତ ସାଧ୍ୟ।”


ପୁଣି, ସମସ୍ତ ମନୁଷ୍ୟ ଈଶ୍ବରଙ୍କ ପରିତ୍ରାଣ ଦେଖିବେ।


ଯେପ୍ରକାର ତୁମ୍ଭେ ତାହାଙ୍କୁ ଯେଉଁ ଯେଉଁ ଲୋକମାନଙ୍କୁ ଦେଇଅଛ, ସେମାନଙ୍କୁ ଅନନ୍ତ ଜୀବନ ଦେବା ନିମନ୍ତେ ତାହାଙ୍କୁ ସମସ୍ତ ମନୁଷ୍ୟ ଉପରେ ଅଧିକାର ଦେଲ।


Lean sinn:

Sanasan


Sanasan