ଯିରିମୀୟ 32:37 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT37 ଦେଖ, ଆମ୍ଭେ ଆପଣା କ୍ରୋଧ ଓ ପ୍ରଚଣ୍ଡ କୋପ ଓ ମହାରୋଷରେ ସେମାନଙ୍କୁ ଯେସକଳ ଦେଶରେ ଛିନ୍ନଭିନ୍ନ କରିଅଛୁ, ସେହି ସକଳ ଦେଶରୁ ସେମାନଙ୍କୁ ସଂଗ୍ରହ କରିବା ଓ ଆମ୍ଭେ ସେମାନଙ୍କୁ ପୁନର୍ବାର ଏହି ସ୍ଥାନକୁ ଆଣିବା ଓ ଆମ୍ଭେ ସେମାନଙ୍କୁ ନିରାପଦରେ ବାସ କରାଇବା। Faic an caibideilପବିତ୍ର ବାଇବଲ (Re-edited) - (BSI)37 ଦେଖ, ଆମ୍ଭେ ଆପଣା କ୍ରୋଧ ଓ ପ୍ରଚଣ୍ତ କୋପ ଓ ମହାରୋଷରେ ସେମାନଙ୍କୁ ଯେସକଳ ଦେଶରେ ଛିନ୍ନଭିନ୍ନ କରିଅଛୁ, ସେହି ସକଳ ଦେଶରୁ ସେମାନଙ୍କୁ ସଂଗ୍ରହ କରିବା ଓ ଆମ୍ଭେ ସେମାନଙ୍କୁ ପୁନର୍ବାର ଏହି ସ୍ଥାନକୁ ଆଣିବା ଓ ଆମ୍ଭେ ସେମାନଙ୍କୁ ନିରାପଦରେ ବାସ କରାଇବା। Faic an caibideilଓଡିଆ ବାଇବେଲ37 “ଦେଖ, ଆମ୍ଭେ ଆପଣା କ୍ରୋଧ ଓ ପ୍ରଚଣ୍ଡ କୋପ ଓ ମହାରୋଷରେ ସେମାନଙ୍କୁ ଯେସକଳ ଦେଶରେ ଛିନ୍ନଭିନ୍ନ କରିଅଛୁ, ସେହି ସକଳ ଦେଶରୁ ସେମାନଙ୍କୁ ସଂଗ୍ରହ କରିବା ଓ ଆମ୍ଭେ ସେମାନଙ୍କୁ ପୁନର୍ବାର ଏହି ସ୍ଥାନକୁ ଆଣିବା ଓ ଆମ୍ଭେ ସେମାନଙ୍କୁ ନିରାପଦରେ ବାସ କରାଇବା। Faic an caibideilପବିତ୍ର ବାଇବଲ37 ‘ଆଉ ଦେଖ, ଆମ୍ଭେ ଆପଣା କ୍ରୋଧ ଓ ପ୍ରଚଣ୍ଡ କୋପରେ ଯେଉଁସବୁ ଦେଶରେ ସେମାନଙ୍କୁ ଛିନ୍ନଭିନ୍ନ କରିଦେଇଥିଲୁ, ସେହି ସହସ୍ର ଦେଶରୁ ପୁନର୍ବାର ସେମାନଙ୍କୁ ସଂଗ୍ରହ କରିବା। ସେମାନଙ୍କୁ ପୁନର୍ବାର ଏହି ସ୍ଥାନକୁ ଆଣିବା ଓ ସେମାନଙ୍କୁ ଶାନ୍ତି ଏବଂ ନିରାପଦରେ ଏହି ସ୍ଥାନରେ ବାସ କରାଇବା। Faic an caibideil |
ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କୁ ଆମ୍ଭର ଉଦ୍ଦେଶ୍ୟ ପାଇବାକୁ ଦେବା, ପୁଣି, ଆମ୍ଭେ ତୁମ୍ଭମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା ଓ ଯେଉଁ ସକଳ ଜାତିମାନଙ୍କ ମଧ୍ୟକୁ, ଯେସକଳ ସ୍ଥାନକୁ ଆମ୍ଭେ ତୁମ୍ଭମାନଙ୍କୁ ତଡ଼ି ଦେଇଅଛୁ, ସେହି ସବୁ ସ୍ଥାନରୁ ଆମ୍ଭେ ତୁମ୍ଭମାନଙ୍କୁ ସଂଗ୍ରହ କରିବା, ଏହା ସଦାପ୍ରଭୁ କହନ୍ତି; ଆଉ, ଆମ୍ଭେ ଯେଉଁ ସ୍ଥାନରୁ ତୁମ୍ଭମାନଙ୍କୁ ନିର୍ବାସିତ କରାଇଅଛୁ, ସେହି ସ୍ଥାନକୁ ପୁନର୍ବାର ଆଣିବା।
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଯେଉଁ ଗୋଷ୍ଠୀଗଣ ମଧ୍ୟରେ ଇସ୍ରାଏଲ ବଂଶ ଛିନ୍ନଭିନ୍ନ ହୋଇଅଛନ୍ତି, ସେମାନଙ୍କ ମଧ୍ୟରୁ ଯେତେବେଳେ ଆମ୍ଭେ ସେମାନଙ୍କୁ ସଂଗ୍ରହ କରିବା ଓ ନାନା ଦେଶୀୟମାନଙ୍କ ସାକ୍ଷାତରେ ସେମାନଙ୍କ ମଧ୍ୟରେ ପବିତ୍ର ରୂପେ ପ୍ରତିପନ୍ନ ହେବା, ସେତେବେଳେ ଆମ୍ଭେ ନିଜ ଦାସ ଯାକୁବକୁ ଯେଉଁ ଦେଶ ଦେଇଥିଲୁ, ସେମାନେ ଆପଣାମାନଙ୍କର ସେହି ଦେଶରେ ବାସ କରିବେ।