ଯିରିମୀୟ 32:38 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT38 ପୁଣି, ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା; Faic an caibideilପବିତ୍ର ବାଇବଲ (Re-edited) - (BSI)38 ପୁଣି, ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ଵର ହେବା; Faic an caibideilଓଡିଆ ବାଇବେଲ38 ପୁଣି, ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା; Faic an caibideilପବିତ୍ର ବାଇବଲ38 ପୁଣି ଇସ୍ରାଏଲ ଓ ଯିହୁଦାର ଲୋକମାନେ ଆମ୍ଭର ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା। Faic an caibideil |
ଆଉ, ସେହି ତୃତୀୟାଂଶକୁ ଆମ୍ଭେ ଅଗ୍ନି ମଧ୍ୟଦେଇ ଆଣିବା ଓ ରୂପା ଯେପରି ପରିଷ୍କୃତ ହୁଏ, ତଦ୍ରୂପ ସେମାନଙ୍କୁ ପରିଷ୍କାର କରିବା, ଆଉ ସୁନା ଯେପରି ପରୀକ୍ଷିତ ହୁଏ, ସେପରି ସେମାନଙ୍କୁ ପରୀକ୍ଷା କରିବା। ସେମାନେ ଆମ୍ଭ ନାମରେ ପ୍ରାର୍ଥନା କରିବେ ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା। ଆମ୍ଭେ କହିବା, ‘ଏମାନେ ଆମ୍ଭର ଲୋକ’ ଆଉ, ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।’”